୧ କରିନ୍ଥୀୟ 7:35 - ପବିତ୍ର ବାଇବଲ (CL) NT (BSI)35 ତୁମ୍ଭମାନଙ୍କର ମଙ୍ଗଳ ପାଇଁ କହୁଅଛି। ତୁମ ପ୍ରତି କୌଣସି ନିଷେଧାଜ୍ଞା ଜାରୀ କରିବା ମୋର ଅଭିପ୍ରାୟ ନୁହେଁ। ଅନ୍ୟ ପକ୍ଷରେ ତୁମେ ଯଥାଯଥ ଆଚରଣ କରି ନିଜ ନିଜକୁ ବିନା ଦ୍ୱିଧାରେ ପ୍ରଭୁଙ୍କ ସେବାରେ ସମର୍ପଣ କର, ଏହା ମୋର ଇଚ୍ଛା। Viz kapitolaପବିତ୍ର ବାଇବଲ (Re-edited) - (BSI)35 ଏହି କଥା ମୁଁ ତୁମ୍ଭମାନଙ୍କ ନିଜ ହିତ ନିମନ୍ତେ କହୁଅଛି, ତୁମ୍ଭମାନଙ୍କୁ ବନ୍ଧନରେ ଆବଦ୍ଧ କରିବାକୁ କହୁ ନାହିଁ, ମାତ୍ର ତୁମ୍ଭେମାନେ ଯେପରି ଶିଷ୍ଟାଚରଣ କରି ଏକାଗ୍ର ମନରେ ପ୍ରଭୁଙ୍କଠାରେ ନିବିଷ୍ଟ ଥାଅ, ଏଥିପାଇଁ କହୁଅଛି। Viz kapitolaଓଡିଆ ବାଇବେଲ35 ଏହି କଥା ମୁଁ ତୁମ୍ଭମାନଙ୍କ ନିଜ ହିତ ନିମନ୍ତେ କହୁଅଛି, ତୁମ୍ଭମାନଙ୍କୁ ବନ୍ଧନରେ ଆବଦ୍ଧ କରିବାକୁ କହୁ ନାହିଁ, ମାତ୍ର ତୁମ୍ଭେମାନେ ଯେପରି ଶିଷ୍ଟାଚରଣ କରି ଏକାଗ୍ର ମନରେ ପ୍ରଭୁଙ୍କଠାରେ ନିବିଷ୍ଟ ଥାଅ, ଏଥିପାଇଁ କହୁଅଛି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ଏହି କଥା ମୁଁ ତୁମ୍ଭମାନଙ୍କ ନିଜ ହିତ ନିମନ୍ତେ କହୁଅଛି, ତୁମ୍ଭମାନଙ୍କୁ ବନ୍ଧନରେ ଆବଦ୍ଧ କରିବାକୁ କହୁ ନାହିଁ, ମାତ୍ର ତୁମ୍ଭେମାନେ ଯେପରି ଶିଷ୍ଟାଚରଣ କରି ଏକାଗ୍ର ମନରେ ପ୍ରଭୁଙ୍କଠାରେ ନିବିଷ୍ଟ ଥାଅ, ଏଥିପାଇଁ କହୁଅଛି। Viz kapitolaପବିତ୍ର ବାଇବଲ35 ଏହି କଥାଗୁଡ଼ିକ ମୁଁ ତୁମ୍ଭମାନଙ୍କ ଭଲ ପାଇଁ କହୁଛି, ତୁମ୍ଭମାନଙ୍କ ଉପରେ କୌଣସି କଡ଼ା ପ୍ରତିବନ୍ଧକ ଲଗାଇବା ପାଇଁ ନୁହେଁ। ମୁଁ ଇଚ୍ଛା କରେ ଯେ ତୁମ୍ଭେମାନେ ନିଜକୁ କୌଣସି ଅନ୍ୟ କାମରେ ନ ଲଗାଇ, ସମ୍ପୂର୍ଣ୍ଣ ଭାବରେ ପ୍ରଭୁଙ୍କଠାରେ ସମର୍ପଣ କର। Viz kapitola |