୧ କରିନ୍ଥୀୟ 7:40 - ପବିତ୍ର ବାଇବଲ (CL) NT (BSI)40 ମୋ’ ମତରେ, ସେ ଯେଉଁ ଅବସ୍ଥାରେ ଅଛି, ସେହି ଅବସ୍ଥାରେ ରହିଲେ ଅଧିକ ଖୁସି ହେବ। ଏହା ମଧ୍ୟ ଈଶ୍ୱରଙ୍କ ପବିତ୍ରଆତ୍ମାଙ୍କ ଅଭିମତ ବୋଲି ମୁଁ ଭାବୁଛି। Viz kapitolaପବିତ୍ର ବାଇବଲ (Re-edited) - (BSI)40 କିନ୍ତୁ ସେ ସେହିପରି ରହିଲେ ଅଧିକ ସୁଖୀ ହେବ, ଏହା ମୋହର ମତ, ଆଉ ମୁଁ ମଧ୍ୟ ଈଶ୍ଵରଙ୍କ ଆତ୍ମା ପାଇଅଛି ବୋଲି ମନେ କରେ। Viz kapitolaଓଡିଆ ବାଇବେଲ40 କିନ୍ତୁ ସେ ସେହିପରି ରହିଲେ ଅଧିକ ସୁଖୀ ହେବ, ଏହା ମୋହର ମତ, ଆଉ ମୁଁ ମଧ୍ୟ ଈଶ୍ୱରଙ୍କ ଆତ୍ମା ପାଇଅଛି ବୋଲି ମନେ କରେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 କିନ୍ତୁ ସେ ଅବିବାହିତ ହୋଇ ରହିଲେ ଅଧିକ ସୁଖୀ ହେବ, ଏହା ମୋହର ମତ, ଆଉ ମୁଁ ମଧ୍ୟ ଈଶ୍ବରଙ୍କ ଆତ୍ମା ପାଇଅଛି ବୋଲି ମନେ କରେ। Viz kapitolaପବିତ୍ର ବାଇବଲ40 ଏକ ସ୍ତ୍ରୀ ଯଦି ପୁନଃ ବିବାହ ନ କରେ, ତା'ହେଲେ ସେ ଅଧିକ ସୁଖୀ ରହିବ। ଏହା ହେଉଛି ମୋର ମତ। ମୁଁ ବିଶ୍ୱାସ କରେ ଯେ ମୋ’ ପାଖରେ ମଧ୍ୟ ପରମେଶ୍ୱରଙ୍କ ଆତ୍ମା ଅଛି। Viz kapitola |