୧ କରିନ୍ଥୀୟ 7:9 - ପବିତ୍ର ବାଇବଲ (CL) NT (BSI)9 କିନ୍ତୁ ସଂଯମୀ ହୋଇ ନ ପାରିଲେ, ସେମାନଙ୍କ ପକ୍ଷରେ ବିବାହ କରିବା ଉଚିତ୍। କାରଣ କାମାନଳରେ ଦଗ୍ଧ ହେବା ଅପେକ୍ଷା ବିବାହ କରିବା ଶ୍ରେୟସ୍କର। Viz kapitolaପବିତ୍ର ବାଇବଲ (Re-edited) - (BSI)9 ମାତ୍ର ଯଦି ସେମାନେ ଇନ୍ଦ୍ରିୟ ଦମନ କରି ନ ପାରନ୍ତି, ତେବେ ବିବାହ କରନ୍ତୁ; କାରଣ କାମାନଳରେ ଦଗ୍ଧ ହେବା ଅପେକ୍ଷା ବିବାହ କରିବା ଭଲ। Viz kapitolaଓଡିଆ ବାଇବେଲ9 ମାତ୍ର ଯଦି ସେମାନେ ଇନ୍ଦ୍ରିୟ ଦମନ କରି ନ ପାରନ୍ତି, ତେବେ ବିବାହ କରନ୍ତୁ କାରଣ କାମାନଳରେ ଦଗ୍ଧ ହେବା ଅପେକ୍ଷା ବିବାହ କରିବା ଭଲ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ମାତ୍ର ଯଦି ସେମାନେ ଇନ୍ଦ୍ରିୟ ଦମନ କରି ନ ପାରନ୍ତି, ତେବେ ବିବାହ କରନ୍ତୁ କାରଣ କାମାନଳରେ ଦଗ୍ଧ ହେବା ଅପେକ୍ଷା ବିବାହ କରିବା ଭଲ। Viz kapitolaପବିତ୍ର ବାଇବଲ9 କିନ୍ତୁ ଯଦି ସେମାନେ ନିଜ ଶରୀର ଉପରେ ନିୟନ୍ତ୍ରଣ ରଖି ପାରିବେ ନାହିଁ, ତା'ହେଲେ ସେମାନେ ବିବାହ କରିବା ଉଚିତ୍। କାରଣ କାମ ବାସନାର ଅଗ୍ନିରେ ପୋଡ଼ି ହେବା ଅପେକ୍ଷା ବିବାହ କରିବା ଉତ୍ତମ। Viz kapitola |