୧ କରିନ୍ଥୀୟ 8:10 - ପବିତ୍ର ବାଇବଲ (CL) NT (BSI)10 ମନେକର, ଜଣେ ଦୁର୍ବଳ ବିଶ୍ୱାସୀ ତୁମ ପରି ଏକ ଜ୍ଞାନବାନ ବ୍ୟକ୍ତିକୁ ମନ୍ଦିର ମଧ୍ୟରେ ପ୍ରସାଦ ସେବନ କରିବା ଦେଖେ, ସେ କ’ଣ ପ୍ରସାଦ ସେବନ କରବା ପାଇଁ ଉତ୍ସାହିତ ହେବ ନାହିଁ? Viz kapitolaପବିତ୍ର ବାଇବଲ (Re-edited) - (BSI)10 କାରଣ ଜ୍ଞାନୀ ଯେ ତୁମ୍ଭେ, ତୁମ୍ଭକୁ ଯଦି କେହି ଦେବାଳୟରେ ଭୋଜନରେ ବସିବାର ଦେଖେ, ତେବେ ସେ ଦୁର୍ବଳ ହୋଇଥିଲେ ତାʼର ବିବେକ କଅଣ ଦେବପ୍ରସାଦ ଭୋଜନ କରିବାକୁ ସାହସିକ ହେବ ନାହିଁ? Viz kapitolaଓଡିଆ ବାଇବେଲ10 କାରଣ ଜ୍ଞାନୀ ଯେ ତୁମ୍ଭେ, ତୁମ୍ଭକୁ ଯଦି କେହି ପ୍ରତିମାର ମନ୍ଦିରରେ ଭୋଜନରେ ବସିବାର ଦେଖେ, ତେବେ ସେ ଦୁର୍ବଳ ହୋଇଥିଲେ ତା'ର ବିବେକ କ'ଣ ଦେବପ୍ରସାଦ ଭୋଜନ କରିବାକୁ ସାହସିକ ହେବ ନାହିଁ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 କାରଣ ଜ୍ଞାନୀ ଯେ ତୁମ୍ଭେ, ତୁମ୍ଭକୁ ଯଦି କେହି ପ୍ରତିମାର ମନ୍ଦିରରେ ଭୋଜନରେ ବସିବାର ଦେଖେ, ତେବେ ସେ ଦୁର୍ବଳ ହୋଇଥିଲେ ତାହାର ବିବେକ କଅଣ ଦେବପ୍ରସାଦ ଭୋଜନ କରିବାକୁ ସାହସିକ ହେବ ନାହିଁ? Viz kapitolaପବିତ୍ର ବାଇବଲ10 ତୁମ୍ଭମାନଙ୍କର ହିତାହିତ ଜ୍ଞାନ ଅଛି। ତେଣୁ ତୁମ୍ଭେ ଦେବ ମନ୍ଦିର ଭୋଜନ ଶାଳାରେ ବସି ଖାଇବା ପାଇଁ ଉଚିତ୍ ମନେ କରିପାର। କିନ୍ତୁ କୌଣସି ଦୁର୍ବଳ ବିଶ୍ୱାସୀ, ସେଠାରେ ତୁମ୍ଭମାନଙ୍କୁ ଦେଖି ମୂର୍ତ୍ତି ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ମାଂସ ଖାଇବାକୁ ସାହସ ପାଇବ। ସେ ଏପରି କରିବା ଭୁଲ୍ ଜାଣି ମଧ୍ୟ ଏହାକୁ ଖାଇବ। Viz kapitola |