୧ କରିନ୍ଥୀୟ 9:11 - ପବିତ୍ର ବାଇବଲ (CL) NT (BSI)11 ଆମେ ତୁମ୍ଭମାନଙ୍କ ମଧ୍ୟରେ ଆଧ୍ୟାତ୍ମିକ ବୀଜ ବୁଣିଛୁ। ତେଣୁ ତୁମ୍ଭମାନଙ୍କଠାରୁ କିଛି ପାର୍ଥିବ ଫସଲ ପାଇବାକୁ ଇଚ୍ଛା କରିବା କଅଣ ଏକ ଦୁରାଶା? Viz kapitolaପବିତ୍ର ବାଇବଲ (Re-edited) - (BSI)11 ଯଦି ଆମ୍ଭେମାନେ ତୁମ୍ଭମାନଙ୍କ ନିମନ୍ତେ ପାରମାର୍ଥିକ ବୀଜ ବପନ କରିଅଛୁ, ତେବେ ତୁମ୍ଭମାନଙ୍କର ଐହିକ ଶସ୍ୟ ଛେଦନ କଲେ କଅଣ ଗୁରୁତର ବିଷୟ? Viz kapitolaଓଡିଆ ବାଇବେଲ11 ଯଦି ଆମ୍ଭେମାନେ ତୁମ୍ଭମାନଙ୍କ ନିମନ୍ତେ ପାରମାର୍ଥିକ ବୀଜ ବୁଣିଅଛୁ, ତେବେ ତୁମ୍ଭମାନଙ୍କର ଐହିକ ଶସ୍ୟ ଛେଦନ କଲେ କ'ଣ ଗୁରୁତର ବିଷୟ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଯଦି ଆମ୍ଭେମାନେ ତୁମ୍ଭମାନଙ୍କ ନିମନ୍ତେ ପାରମାର୍ଥିକ ବୀଜ ବୁଣିଅଛୁ, ତେବେ ତୁମ୍ଭମାନଙ୍କର ଐହିକ ଶସ୍ୟ ଛେଦନ କଲେ କଅଣ ଗୁରୁତର ବିଷୟ? Viz kapitolaପବିତ୍ର ବାଇବଲ11 ତୁମ୍ଭମାନଙ୍କ ମଧ୍ୟରେ ଆମ୍ଭେ ଆତ୍ମିକ ବୀଜ ବୁଣିଅଛୁ, ତେଣୁ ଜୀବିକା ନିର୍ବାହ ପାଇଁ ତୁମ୍ଭ ପାର୍ଥିବ ଧନରୁ କିଛି ପାଇବାକୁ କ’ଣ ଆମ୍ଭର ଅଧିକାର ନାହିଁ? ଏହା ଆମ୍ଭର ପ୍ରାପ୍ୟ। Viz kapitola |