୧ କରିନ୍ଥୀୟ 9:14 - ପବିତ୍ର ବାଇବଲ (CL) NT (BSI)14 ସେହିପରିଭାବେ ସୁସମାଚାର ପ୍ରଚାରକମାନେ ଏହି କାର୍ଯ୍ୟ ଦ୍ୱାରା ଜୀବିକା ନିର୍ବାହ କରିବେ, ଏହା ପ୍ରଭୁଙ୍କ ନିର୍ଦ୍ଦେଶ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ସେହି ପ୍ରକାରେ ଯେଉଁମାନେ ସୁସମାଚାର ପ୍ରଚାର କରନ୍ତି, ସେମାନେ ଯେ ସୁସମାଚାର ଦ୍ଵାରା ଜୀବିକା ନିର୍ବାହ କରିବେ, ଏହା ପ୍ରଭୁ ଆଦେଶ ଦେଇଅଛନ୍ତି। Viz kapitolaଓଡିଆ ବାଇବେଲ14 ସେହି ପ୍ରକାରେ ଯେଉଁମାନେ ସୁସମାଚାର ପ୍ରଚାର କରନ୍ତି, ସେମାନେ ଯେ ସୁସମାଚାର ଦ୍ୱାରା ଜୀବନ ନିର୍ବାହ କରିବେ, ଏହା ପ୍ରଭୁ ଆଦେଶ ଦେଇଅଛନ୍ତି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସେହି ପ୍ରକାରେ ଯେଉଁମାନେ ସୁସମାଚାର ପ୍ରଚାର କରନ୍ତି, ସେମାନେ ଯେ ସୁସମାଚାର ଦ୍ୱାରା ଜୀବନ ନିର୍ବାହ କରିବେ, ଏହା ପ୍ରଭୁ ଆଦେଶ ଦେଇଅଛନ୍ତି। Viz kapitolaପବିତ୍ର ବାଇବଲ14 ସେହି ପ୍ରକାର ପ୍ରଭୁ ଆଜ୍ଞା ଦେଇଛନ୍ତି। ଯେ ସୁସମାଗ୍ଭର ଗ୍ରହଣ କରୁଥିବା ଲୋକମାନେ ସୁସମାଗ୍ଭର ପ୍ରଗ୍ଭରକମାନଙ୍କର ପ୍ରତି ପୋଷଣର ଦାୟିତ୍ୱ ନେବେ। Viz kapitola |