୧ କରିନ୍ଥୀୟ 9:17 - ପବିତ୍ର ବାଇବଲ (CL) NT (BSI)17 ସ୍ୱେଚ୍ଛାରେ ଏହି କାର୍ଯ୍ୟ କଲେ, ମୁଁ ପୁରସ୍କାର ଅପେକ୍ଷା କରିଥାଆନ୍ତି, କିନ୍ତୁ ଈଶ୍ୱର ମୋ’ ଉପରେ ଏହି ଦାୟିତ୍ୱ ନ୍ୟସ୍ତ କରିଥିବାରୁ ଏହା କରିବା ମୋର କର୍ତ୍ତବ୍ୟ। Viz kapitolaପବିତ୍ର ବାଇବଲ (Re-edited) - (BSI)17 କାରଣ ଯଦି ମୁଁ ସ୍ଵେଚ୍ଛାରେ ଏହା କରେ, ତେବେ ମୋହର ପୁରସ୍କାର ଅଛି; କିନ୍ତୁ ଯଦି ସ୍ଵେଚ୍ଛାରେ ନ କରେ, ତେବେ ହେଁ ସେବକପଦର ଭାର ମୋʼଠାରେ ସମର୍ପିତ ହୋଇଅଛି। Viz kapitolaଓଡିଆ ବାଇବେଲ17 କାରଣ ଯଦି ମୁଁ ସ୍ୱେଚ୍ଛାରେ ଏହା କରେ, ତେବେ ମୋହର ପୁରସ୍କାର ଅଛି; କିନ୍ତୁ ଯଦି ସ୍ୱେଚ୍ଛାରେ ନ କରେ, ତେବେ ହେଁ ସେବକପଦର ଭାର ମୋ'ଠାରେ ସମର୍ପିତ ହୋଇଅଛି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 କାରଣ ଯଦି ମୁଁ ସ୍ୱେଚ୍ଛାରେ ଏହା କରେ, ତେବେ ମୋହର ପୁରସ୍କାର ଅଛି; କିନ୍ତୁ ଯଦି ସ୍ୱେଚ୍ଛାରେ ନ କରେ, ତେବେ ହେଁ ସେବକପଦର ଭାର ମୋʼ ଠାରେ ସମର୍ପିତ ହୋଇଅଛି। Viz kapitolaପବିତ୍ର ବାଇବଲ17 ତା'ପରେ ମଧ୍ୟ ଯଦି ମୁଁ ସ୍ୱେଚ୍ଛାରେ ସୁସମାଗ୍ଭର ପ୍ରଗ୍ଭର କରୁଛି, ତେବେ ପୁରସ୍କାର ପାଇବା ପାଇଁ ମୁଁ ଯୋଗ୍ୟ। କିନ୍ତୁ ତାହା ତ ନୁହେଁ। ସୁସମାଗ୍ଭର ପ୍ରଗ୍ଭର ପାଇଁ ମୁଁ ବାଧ୍ୟ। ପ୍ରଭୁ ମୋତେ ଯେଉଁ ଦାୟିତ୍ୱ ଦେଇଛନ୍ତି, କେବଳ ତାହା ମୁଁ ସମ୍ପାଦନ କରୁଛି। Viz kapitola |