Online Bible

- Reklamy -




୧ କରିନ୍ଥୀୟ 9:19 - ପବିତ୍ର ବାଇବଲ (CL) NT (BSI)

19 ମୁଁ ଜଣେ ସ୍ୱାଧୀନ ବ୍ୟକ୍ତି, କାହାରି କ୍ରୀତଦାସ ନୁହେଁ, ତଥାପି ଅନେକଙ୍କୁ ଲାଭ କରିବା ପାଇଁ ମୁଁ ସମସ୍ତଙ୍କର ଦାସ ହୋଇଅଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 କାରଣ ଯେପରି ମୁଁ ଅଧିକ ସଂଖ୍ୟକ ଲୋକ ଲାଭ କରି ପାରେ, ଏଥିପାଇଁ ମୁଁ କାହାରି ଅଧୀନ ନ ହେଲେ ହେଁ ନିଜକୁ ସମସ୍ତଙ୍କ ଦାସ କଲି।

Viz kapitola kopírovat

ଓଡିଆ ବାଇବେଲ

19 କାରଣ ଯେପରି ମୁଁ ଅଧିକସଂଖ୍ୟକ ଲୋକ ଲାଭ କରି ପାରେ, ଏଥିପାଇଁ ମୁଁ କାହାରି ଅଧୀନ ନ ହେଲେ ହେଁ ନିଜକୁ ସମସ୍ତଙ୍କ ଦାସ କଲି ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 କାରଣ ଯେପରି ମୁଁ ଅଧିକ ସଂଖ୍ୟକ ଲୋକ ଲାଭ କରିପାରେ, ଏଥିପାଇଁ ମୁଁ କାହାରି ଅଧୀନ ନ ହେଲେ ହେଁ ନିଜକୁ ସମସ୍ତଙ୍କ ଦାସ କଲି।

Viz kapitola kopírovat

ପବିତ୍ର ବାଇବଲ

19 ମୁଁ ସ୍ୱାଧୀନ। କିନ୍ତୁ ମୁଁ ନିଜକୁ ସମସ୍ତଙ୍କ ଦାସ କରିଛି। ଯଦ୍ଦ୍ୱାରା ମୁଁ ଅଧିକ ଲୋକଙ୍କୁ ଉଦ୍ଧାର କରି ପାରିବି।

Viz kapitola kopírovat




୧ କରିନ୍ଥୀୟ 9:19

Následuj nás:

Reklamy


Reklamy