୧ କରିନ୍ଥୀୟ 9:2 - ପବିତ୍ର ବାଇବଲ (CL) NT (BSI)2 ଅନ୍ୟମାନେ ମୋତେ ପ୍ରେରିତ ଶିଷ୍ୟ ବୋଲି ଗ୍ରହଣ ନ କଲେ ମଧ୍ୟ ତୁମ୍ଭେମାନେ ଗ୍ରହଣ କରିଛ, କାରଣ ପ୍ରଭୁଙ୍କ ସହିତ ତୁମ ଜୀବନର ମିଳନ ହେତୁ ମୋ’ ପ୍ରେରିତ ଶିଷ୍ୟତ୍ୱର ପ୍ରମାଣ ତୁମେ ପାଇଛ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ଯଦ୍ୟପି ମୁଁ ଅନ୍ୟମାନଙ୍କ ନିକଟରେ ଜଣେ ପ୍ରେରିତ ନୁହେଁ, ତଥାପି ତୁମ୍ଭମାନଙ୍କ ନିକଟରେ ଅବଶ୍ୟ ଜଣେ ପ୍ରେରିତ, କାରଣ ପ୍ରଭୁଙ୍କଠାରେ ତୁମ୍ଭେମାନେ ମୋହର ପ୍ରେରିତପଦର ମୁଦ୍ରାଙ୍କ ସ୍ଵରୂପ। Viz kapitolaଓଡିଆ ବାଇବେଲ2 ଯଦ୍ୟପି ମୁଁ ଅନ୍ୟମାନଙ୍କ ନିକଟରେ ଜଣେ ପ୍ରେରିତ ନୁହେଁ, ତଥାପି ତୁମ୍ଭମାନଙ୍କ ନିକଟରେ ଅବଶ୍ୟ ଜଣେ ପ୍ରେରିତ, କାରଣ ପ୍ରଭୁଙ୍କଠାରେ ତୁମ୍ଭେମାନେ ମୋହର ପ୍ରେରିତପଦର ମୁଦ୍ରାଙ୍କ ସ୍ୱରୂପ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଯଦ୍ୟପି ମୁଁ ଅନ୍ୟମାନଙ୍କ ନିକଟରେ ଜଣେ ପ୍ରେରିତ ନୁହେଁ, ତଥାପି ତୁମ୍ଭମାନଙ୍କ ନିକଟରେ ଅବଶ୍ୟ ଜଣେ ପ୍ରେରିତ, କାରଣ ପ୍ରଭୁଙ୍କଠାରେ ତୁମ୍ଭେମାନେ ମୋହର ପ୍ରେରିତପଦର ମୁଦ୍ରାଙ୍କ ସ୍ୱରୂପ। Viz kapitolaପବିତ୍ର ବାଇବଲ2 ଅନ୍ୟମାନେ ମୋତେ ପ୍ରେରିତ ବୋଲି ଗ୍ରହଣ ନ କରି ପାରନ୍ତି, କିନ୍ତୁ ତୁମ୍ଭେମାନେ ମୋତେ ପ୍ରେରିତ ବୋଲି ନିଶ୍ଚିତ ଭାବରେ ଗ୍ରହଣ କରୁଛ। ମୁଁ ଯେ ପ୍ରଭୁଙ୍କର ଜଣେ ପ୍ରେରିତ, ତୁମ୍ଭେମାନେ ଏଥିର ପ୍ରମାଣ ଅଟ। Viz kapitola |