Online Bible

- Reklamy -




୧ କରିନ୍ଥୀୟ 9:20 - ପବିତ୍ର ବାଇବଲ (CL) NT (BSI)

20 ଇହୁଦୀମାନଙ୍କୁ ଲାଭ କରିବା ପାଇଁ ମୁଁ ସେମାନଙ୍କ ସହିତ ଇଦୁଦୀଙ୍କ ପରି ଆଚରଣ କରୁଛି। ମୋଶାଙ୍କ ବ୍ୟବସ୍ଥା ପାଳନକାରୀମାନଙ୍କୁ ଲାଭ କରିବା ପାଇଁ ମୁଁ କୌଣସି ବ୍ୟବସ୍ଥାର ଅଧୀନ ନ ହେଲେ ମଧ୍ୟ ବ୍ୟବସ୍ଥାର ଅଧୀନରେ ଥିବା ପରି ଆଚରଣ କରିଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ଯେପରି ମୁଁ ଯିହୁଦୀମାନଙ୍କୁ ଲାଭ କରିପାରେ, ଏଥିପାଇଁ ଯିହୁଦୀମାନଙ୍କ ନିକଟରେ ମୁଁ ଯିହୁଦୀ ପରି ହେଲି; ଯେପରି ବ୍ୟବସ୍ଥା ଅଧୀନରେ ଥିବା ଲୋକମାନଙ୍କୁ ଲାଭ କରି ପାରେ, ଏଥିପାଇଁ ମୁଁ ବ୍ୟବସ୍ଥାର ଅଧୀନ ନ ହେଲେ ସୁଦ୍ଧା ବ୍ୟବସ୍ଥା ଅଧୀନ ଲୋକମାନଙ୍କ ନିକଟରେ ବ୍ୟବସ୍ଥା ଅଧୀନର ପରି ହେଲି।

Viz kapitola kopírovat

ଓଡିଆ ବାଇବେଲ

20 ଯେପରି ମୁଁ ଯିହୂଦୀମାନଙ୍କୁ ଲାଭ କରି ପାରେ, ଏଥିପାଇଁ ଯିହୂଦୀମାନଙ୍କ ନିକଟରେ ମୁଁ ଯିହୂଦୀ ପରି ହେଲି; ଯେପରି ମୋଶାଙ୍କ ବ୍ୟବସ୍ଥା ଅଧୀନରେ ଥିବା ଲୋକମାନଙ୍କୁ ଲାଭ କରି ପାରେ, ଏଥିପାଇଁ ମୁଁ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନ ହେଲେ ସୁଦ୍ଧା ମୋଶାଙ୍କ ବ୍ୟବସ୍ଥା ଅଧୀନ ଲୋକମାନଙ୍କ ନିକଟରେ ମୋଶାଙ୍କ ବ୍ୟବସ୍ଥା ଅଧୀନର ପରି ହେଲି ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଯେପରି ମୁଁ ଯିହୁଦୀମାନଙ୍କୁ ଲାଭ କରିପାରେ, ଏଥିପାଇଁ ଯିହୁଦୀମାନଙ୍କ ନିକଟରେ ମୁଁ ଯିହୁଦୀ ପରି ହେଲି; ଯେପରି ମୋଶାଙ୍କ ବ୍ୟବସ୍ଥା ଅଧୀନରେ ଥିବା ଲୋକମାନଙ୍କୁ ଲାଭ କରିପାରେ, ଏଥିପାଇଁ ମୁଁ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନ ହେଲେ ସୁଦ୍ଧା ମୋଶାଙ୍କ ବ୍ୟବସ୍ଥା ଅଧୀନ ଲୋକମାନଙ୍କ ନିକଟରେ ମୋଶାଙ୍କ ବ୍ୟବସ୍ଥା ଅଧୀନର ପରି ହେଲି।

Viz kapitola kopírovat

ପବିତ୍ର ବାଇବଲ

20 ଯିହୂଦୀ ଲୋକମାନଙ୍କୁ ଲାଭ କରିବା ଲାଗି ମୁଁ ଯିହୂଦୀ ଲୋକମାନଙ୍କ ଭଳି ହେଲି। ମୁଁ ନିଜେ ବ୍ୟବସ୍ଥାର ଅଧୀନ ନ ହେଲେ ମଧ୍ୟ ଯେପରି ବ୍ୟବସ୍ଥାଧୀନ ଲୋକଙ୍କୁ ଉଦ୍ଧାର କରିବି, ତେଣୁ ମୁଁ ସେମାନଙ୍କ ନିକଟରେ ବ୍ୟବସ୍ଥାଧୀନ ଲୋକଙ୍କ ଭଳି ହେଲି।

Viz kapitola kopírovat




୧ କରିନ୍ଥୀୟ 9:20

Následuj nás:

Reklamy


Reklamy