୧ କରିନ୍ଥୀୟ 9:7 - ପବିତ୍ର ବାଇବଲ (CL) NT (BSI)7 ଜଣେ ସୈନିକ ନିଜର ଖର୍ଚ୍ଚ ନିଜେ ବହନ କରିଥାଏ କି? ଚାଷୀ କ’ଣ ନିଜ ଅଙ୍ଗୁର ବଗିଚାର ଫଳ ଖାଏ ନାହିଁ, ଅଥବା ମେଷପାଳକ ନିଜ ମେଷର ଦୁଗ୍ଧ ପାନ କରେ ନାହିଁ? Viz kapitolaପବିତ୍ର ବାଇବଲ (Re-edited) - (BSI)7 କିଏ ନିଜ ବ୍ୟୟରେ କେବେ ସୈନିକବୃତ୍ତି କରେ? କିଏ ଦ୍ରାକ୍ଷାକ୍ଷେତ୍ର କରି ସେଥିର ଫଳ ଭୋଜନ ନ କରେ? ଅବା କିଏ ପଶୁପଲ ପାଳନ କରି ପଲର ଦୁଗ୍ଧ ପାନ ନ କରେ? Viz kapitolaଓଡିଆ ବାଇବେଲ7 କିଏ ନିଜ ବ୍ୟୟରେ କେବେ ସୈନିକବୃତ୍ତି କରେ ? କିଏ ଦ୍ରାକ୍ଷାକ୍ଷେତ୍ର କରି ସେଥିର ଫଳ ଭୋଜନ ନ କରେ ? ଅବା କିଏ ପଶୁପଲ ପାଳନ କରି ପଲର ଦୁଗ୍ଧ ପାନ ନ କରେ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 କିଏ ନିଜ ବ୍ୟୟରେ କେବେ ସୈନିକବୃତ୍ତି କରେ? କିଏ ଦ୍ରାକ୍ଷାକ୍ଷେତ୍ର କରି ସେଥିର ଫଳ ଭୋଜନ ନ କରେ? ଅବା କିଏ ପଶୁପଲ ପାଳନ କରି ପଲର ଦୁଗ୍ଧ ପାନ ନ କରେ? Viz kapitolaପବିତ୍ର ବାଇବଲ7 ସେନାବାହିନୀରେ କୌଣସି ସୈନିକ କ’ଣ ନିଜ ଖର୍ଚ୍ଚରେ ଯୁଦ୍ଧ କରେ? କୌଣସି ଲୋକ କ’ଣ ଅଙ୍ଗୁର ବଗିଗ୍ଭ ଲଗାଏ ଓ ନିଜେ ଏହାର ଫଳ ଖାଏ ନାହିଁ। ଏପରି କେଉଁ ଲୋକ ଅଛି, ଯେ ମେଷପାଳନ କରି ନିଜ ପାଇଁ ମେଷଦୁଧ ନିଏ ନାହିଁ? Viz kapitola |