୧ କରିନ୍ଥୀୟ 9:8 - ପବିତ୍ର ବାଇବଲ (CL) NT (BSI)8 ମନୁଷ୍ୟ ଭାବରେ କ’ଣ ମୁଁ ଏହା କହୁଛି? ବ୍ୟବସ୍ଥାରେ ଏହା କୁହାଯାଇ ନାହିଁ କି? Viz kapitolaପବିତ୍ର ବାଇବଲ (Re-edited) - (BSI)8 ମୁଁ ମନୁଷ୍ୟ ଭାବରେ କଅଣ ଏହିସବୁ କଥା କହୁଅଛି? ବ୍ୟବସ୍ଥା ମଧ୍ୟ କଅଣ ଏହିସବୁ କଥା କୁହେ ନାହିଁ? Viz kapitolaଓଡିଆ ବାଇବେଲ8 ମୁଁ ମନୁଷ୍ୟ ଭାବରେ କ'ଣ ଏହି ସବୁ କଥା କହୁଅଛି ? ମୋଶାଙ୍କ ବ୍ୟବସ୍ଥା ମଧ୍ୟ କ'ଣ ଏହି ସବୁ କଥା କୁହେ ନାହିଁ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମୁଁ ମନୁଷ୍ୟ ଭାବରେ କଅଣ ଏହିସବୁ କଥା କହୁଅଛି? ମୋଶାଙ୍କ ବ୍ୟବସ୍ଥା ମଧ୍ୟ କଅଣ ଏହିସବୁ କଥା କୁହେ ନାହିଁ? Viz kapitolaପବିତ୍ର ବାଇବଲ8 ଏହି କଥାଗୁଡ଼ିକ କେତେକ ମନୁଷ୍ୟର ଚିନ୍ତାଧାରା ନୁହେଁ ମାତ୍ର ପରମେଶ୍ୱରଙ୍କ ବ୍ୟବସ୍ଥା ମଧ୍ୟ ସେହି କଥା କୁହେ। Viz kapitola |