୧ ଯୋହନ 5:5 - ପବିତ୍ର ବାଇବଲ (CL) NT (BSI)5 ଏଜଗତକୁ କିଏ ପରାସ୍ତ କରି ପାରିବ? ଯୀଶୁଙ୍କୁ ଈଶ୍ବରଙ୍କ ପୁତ୍ର ବୋଲି ଯିଏ ବିଶ୍ୱାସ କରେ, କେବଳ ଏହା କରିପାରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଯୀଶୁ ଈଶ୍ଵରଙ୍କ ପୁତ୍ର, ଏହା ଯେ ବିଶ୍ଵାସ କରେ, ତାହାଛଡ଼ା ଆଉ କିଏ ଜଗତକୁ ଜୟ କରେ? Viz kapitolaଓଡିଆ ବାଇବେଲ5 ଯୀଶୁ ଈଶ୍ୱରଙ୍କ ପୁତ୍ର, ଏହା ଯେ ବିଶ୍ୱାସ କରେ, ତାହା ଛଡ଼ା ଆଉ କିଏ ଜଗତକୁ ଜୟ କରେ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଯୀଶୁ ଈଶ୍ବରଙ୍କ ପୁତ୍ର, ଏହା ଯେ ବିଶ୍ୱାସ କରେ, ତାହା ଛଡ଼ା ଆଉ କିଏ ଜଗତକୁ ଜୟ କରେ? Viz kapitolaପବିତ୍ର ବାଇବଲ5 ଆମ୍ଭର ବିଶ୍ୱାସ ଦ୍ୱାରା ଆମ୍ଭେ ଜଗତକୁ ଜିତିଛୁ। ଆମ୍ଭର ବିଶ୍ୱାସ ଜଗତକୁ ଜୟ କରେ। ଯେଉଁ ଲୋକ ବିଶ୍ୱାସ କରେ ଯେ ଯୀଶୁ ପରମେଶ୍ୱରଙ୍କ ପୁତ୍ର, ସେ ଜଗତରେ ବିଜୟୀ ହୁଏ। Viz kapitola |