୧ ପିତର 1:3 - ପବିତ୍ର ବାଇବଲ (CL) NT (BSI)3 ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା ଈଶ୍ୱରଙ୍କୁ ଧନ୍ୟବାଦ ଦେଉ, କାରଣ ସେ ତାଙ୍କ ଅପାର ଦୟାରେ ଯୀଶୁ ଖ୍ରୀଷ୍ଟଙ୍କପୁ ମୃତ୍ୟରୁ ପୁନରୁତ୍ଥିତ କରାଇ ଆମକୁ ନୁଆ ଜୀବନ ଦେଇଛନ୍ତି। ଏହା ଆମ୍ଭମାନଙ୍କୁ ଜୀବନ୍ତ ଭରସାରେ ପୂର୍ଣ୍ଣ କରିଛି। Viz kapitolaପବିତ୍ର ବାଇବଲ (Re-edited) - (BSI)3 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ଵର ଓ ପିତା ଧନ୍ୟ; ସେ ମୃତମାନଙ୍କ ମଧ୍ୟରୁ ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ଵାରା ଜୀବନଦାୟକ ଭରସା ପ୍ରାପ୍ତି ନିମନ୍ତେ, Viz kapitolaଓଡିଆ ବାଇବେଲ3 ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଈଶ୍ୱର ଓ ପିତା ଧନ୍ୟ; ସେ ମୃତମାନଙ୍କ ମଧ୍ୟରୁ ଯୀଶୁଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଜୀବନଦାୟକ ଭରସା ପ୍ରାପ୍ତି ନିମନ୍ତେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ; ସେ ମୃତମାନଙ୍କ ମଧ୍ୟରୁ ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଜୀବନଦାୟକ ଭରସା ପ୍ରାପ୍ତି ନିମନ୍ତେ, Viz kapitolaପବିତ୍ର ବାଇବଲ3 ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା ଓ ପରମେଶ୍ୱର ଧନ୍ୟ ହେଉନ୍ତୁ। ପରମେଶ୍ୱରଙ୍କ କରୁଣା ଅପାର, ଓ ଏହି କରୁଣା (କୃପା) ଦ୍ୱାରା ସେ ଆମ୍ଭକୁ ଗୋଟିଏ ନୂତନ ଜୀବନ ଦେଇଛନ୍ତି। ଯୀଶୁ ଖ୍ରୀଷ୍ଟ ମୃତ୍ୟୁରୁ ପୁନର୍ଜୀବିତ ହେବା ଦ୍ୱାରା ଏହି ନୂତନ ଜୀବନ ଆମ୍ଭକୁ ଗୋଟିଏ ଜୀବନ୍ତ ଭରସା ଦେଇଛି। Viz kapitola |