୧ ପିତର 1:5 - ପବିତ୍ର ବାଇବଲ (CL) NT (BSI)5 ଶେଷ କାଳରେ ଯେଉଁ ପରିତ୍ରାଣ ପ୍ରକାଶିତ ହେବ, ତାହା ପାଇବା ପାଇଁ ତୁମ୍ଭମାନେ ବିଶ୍ୱାସ ଦ୍ୱାରା ଈଶ୍ୱରଙ୍କ ଶକ୍ତିରେ ସୁରକ୍ଷିତ ହୋଇଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଯେଉଁ ପରିତ୍ରାଣ ଶେଷକାଳରେ ପ୍ରକାଶିତ ହେବା ପାଇଁ ପ୍ରସ୍ତୁତ ହୋଇଅଛି, ସେଥିନିମନ୍ତେ ତୁମ୍ଭେମାନେ ଈଶ୍ଵରଙ୍କ ଶକ୍ତିରେ ବିଶ୍ଵାସ ଦ୍ଵାରା ସୁରକ୍ଷିତ ହେଉଅଛ। Viz kapitolaଓଡିଆ ବାଇବେଲ5 ଯେଉଁ ପରିତ୍ରାଣ ଶେଷକାଳରେ ପ୍ରକାଶିତ ହେବା ପାଇଁ ପ୍ରସ୍ତୁତ ହୋଇଅଛି, ସେଥିନିମନ୍ତେ ତୁମ୍ଭେମାନେ ଈଶ୍ୱରଙ୍କ ଶକ୍ତିରେ ବିଶ୍ୱାସ ଦ୍ୱାରା ସୁରକ୍ଷିତ ହେଉଅଛ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଯେଉଁ ପରିତ୍ରାଣ ଶେଷକାଳରେ ପ୍ରକାଶିତ ହେବା ପାଇଁ ପ୍ରସ୍ତୁତ ହୋଇଅଛି, ସେଥିନିମନ୍ତେ ତୁମ୍ଭେମାନେ ଈଶ୍ବରଙ୍କ ଶକ୍ତିରେ ବିଶ୍ୱାସ ଦ୍ୱାରା ସୁରକ୍ଷିତ ହେଉଅଛ। Viz kapitolaପବିତ୍ର ବାଇବଲ5 ତୁମ୍ଭର ପରିତ୍ରାଣର ସମୟ ନ ଆସିବା ପର୍ଯ୍ୟନ୍ତ ତୁମ୍ଭ ବିଶ୍ୱାସ ମାଧ୍ୟମରେ ପରମେଶ୍ୱରଙ୍କ ଶକ୍ତି ତୁମ୍ଭକୁ ରକ୍ଷା କରିବ। ସେହି ପରିତ୍ରାଣ ତୁମ୍ଭ ପାଇଁ ପ୍ରସ୍ତୁତ ହୋଇ ରହିଛି ଏବଂ ଯୁଗର ଶେଷରେ ତୁମ୍ଭେ ଏହା ପାଇବ। Viz kapitola |