୧ ପିତର 3:13 - ପବିତ୍ର ବାଇବଲ (CL) NT (BSI)13 ସତ୍କର୍ମ କରିବାକୁ ତୁମ୍ଭେମାନେ ଉତ୍ସୁକ ଥିଲେ, କିଏ ତୁମର ଅନିଷ୍ଠ କରିବ? Viz kapitolaପବିତ୍ର ବାଇବଲ (Re-edited) - (BSI)13 ଆଉ ତୁମ୍ଭେମାନେ ଯଦି ଉତ୍ତମ ବିଷୟରେ ଉଦ୍ଯୋଗୀ ହୁଅ, ତେବେ କିଏ ତୁମ୍ଭମାନଙ୍କର ଅନିଷ୍ଟ କରିବ? Viz kapitolaଓଡିଆ ବାଇବେଲ13 ଆଉ ତୁମ୍ଭେମାନେ ଯଦି ଉତ୍ତମ ବିଷୟରେ ଉଦ୍ଯୋଗୀ ହୁଅ, ତେବେ କିଏ ତୁମ୍ଭମାନଙ୍କର ଅନିଷ୍ଟ କରିବ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆଉ ତୁମ୍ଭେମାନେ ଯଦି ଉତ୍ତମ ବିଷୟରେ ଉଦ୍ଯୋଗୀ ହୁଅ, ତେବେ କିଏ ତୁମ୍ଭମାନଙ୍କର ଅନିଷ୍ଟ କରିବ? Viz kapitolaପବିତ୍ର ବାଇବଲ13 ଯଦି ତୁମ୍ଭେ ସବୁବେଳେ ଭଲ କରିବା ପାଇଁ ଚେଷ୍ଟା କରୁଥାଅ, ତା'ହେଲେ କୌଣସି ଲୋକ ତୁମ୍ଭକୁ ଆଘାତ କରି ପାରିବ ନାହିଁ। Viz kapitola |