୧ ପିତର 3:2 - ପବିତ୍ର ବାଇବଲ (CL) NT (BSI)2 କାରଣ ତୁମର ପବିତ୍ର ଆଚରଣ ଓ ଭକ୍ତି ଭାବ ସେମାନେ ଲକ୍ଷ୍ୟ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ଯେପରି ସେମାନଙ୍କ ମଧ୍ୟରୁ କେହି କେହି ବାକ୍ୟର ଅନାଜ୍ଞାବହ ହେଲେ ସୁଦ୍ଧା ତୁମ୍ଭମାନଙ୍କର ସଭୟ ସଦାଚରଣ ଦେଖି ବାକ୍ୟ ବିନୁ ଆପଣା ଆପଣା ଭାର୍ଯ୍ୟାର ଆଚରଣ ଦ୍ଵାରା ପରିବର୍ତ୍ତିତ ହେବେ। Viz kapitolaଓଡିଆ ବାଇବେଲ2 ଯେପରି ସେମାନଙ୍କ ମଧ୍ୟରୁ କେହି କେହି ବାକ୍ୟର ଅନାଜ୍ଞାବହ ହେଲେ ସୁଦ୍ଧା ତୁମ୍ଭମାନଙ୍କର ସଭୟ ସଦାଚରଣ ଦେଖି ବାକ୍ୟ ବିନୁ ଆପଣା ଆପଣା ଭାର୍ଯ୍ୟାର ଆଚରଣ ଦ୍ୱାରା ପରିବର୍ତ୍ତିତ ହେବେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଯେପରି ସେମାନଙ୍କ ମଧ୍ୟରୁ କେହି କେହି ବାକ୍ୟର ଅନାଜ୍ଞାବହ ହେଲେ ସୁଦ୍ଧା ତୁମ୍ଭମାନଙ୍କର ସଭୟ ସଦାଚରଣ ଦେଖି ବାକ୍ୟ ବିନୁ ଆପଣା ଆପଣା ଭାର୍ଯ୍ୟାର ଆଚରଣ ଦ୍ୱାରା ପରିବର୍ତ୍ତିତ ହେବେ। Viz kapitolaପବିତ୍ର ବାଇବଲ2 ତୁମ୍ଭ ପତି ଦେଖିବେ ଯେ ତୁମ୍ଭେ ପବିତ୍ର ଜୀବନଯାପନ କରୁଛ, ପରମେଶ୍ୱରଙ୍କୁ ସମ୍ମାନ ଦେଉଛ। Viz kapitola |