୧ ପିତର 4:5 - ପବିତ୍ର ବାଇବଲ (CL) NT (BSI)5 କିନ୍ତୁ ଯେଉଁ ଈଶ୍ୱର ଜୀବିତ ସ ମୃତମାନଙ୍କର ବିଚାର କରିବାକୁ ଉଦ୍ୟତ, ତାଙ୍କ ନକଟରେ ସେମାନଙ୍କୁ ନିକାଶ ଦେବାକୁ ପଡ଼ିବ। Viz kapitolaପବିତ୍ର ବାଇବଲ (Re-edited) - (BSI)5 କିନ୍ତୁ ଯେ ଜୀବିତ ଓ ମୃତ ଲୋକମାନଙ୍କର ବିଚାର କରିବାକୁ ଉଦ୍ୟତ, ତାହାଙ୍କ ଛାମୁରେ ସେମାନଙ୍କୁ ନିକାଶ ଦେବାକୁ ହେବ। Viz kapitolaଓଡିଆ ବାଇବେଲ5 କିନ୍ତୁ ଯେ ଜୀବିତ ଓ ମୃତ ଲୋକମାନଙ୍କର ବିଚାର କରିବାକୁ ଉଦ୍ୟତ, ତାହାଙ୍କ ଛାମୁରେ ସେମାନଙ୍କୁ ହିସାବ ଦେବାକୁ ହେବ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କିନ୍ତୁ ଯେ ଜୀବିତ ଓ ମୃତ ଲୋକମାନଙ୍କର ବିଚାର କରିବାକୁ ଉଦ୍ୟତ, ସେହି ଈଶ୍ବରଙ୍କ ଛାମୁରେ ସେମାନଙ୍କୁ ହିସାବ ଦେବାକୁ ହେବ। Viz kapitolaପବିତ୍ର ବାଇବଲ5 ଅତଏବ ସେମାନେ ତୁମ୍ଭ ବିଷୟରେ ମନ୍ଦକଥା କହୁଛନ୍ତି। କିନ୍ତୁ ସେମାନଙ୍କୁ ସେମାନଙ୍କ କୃତ କର୍ମ ଲାଗି ଉତ୍ତର ଦେବାକୁ ହେବ। ଯେଉଁ ଖ୍ରୀଷ୍ଟ ମୃତ ଓ ଜୀବନ ଉଭୟର ବିଗ୍ଭର କରିବାକୁ ପ୍ରସ୍ତୁତ, ତାହାଙ୍କ ନିକଟରେ ସେମାନଙ୍କୁ ସମସ୍ତ କର୍ମର ହିସାବ ଦେବାକୁ ହେବ। Viz kapitola |