୧ ଥେସଲନୀକୀୟ 5:12 - ପବିତ୍ର ବାଇବଲ (CL) NT (BSI)12 ଭାଇମାନେ, ଯେଉଁମାନେ ତୁମ ମଧ୍ୟରେ କାର୍ଯ୍ୟ କରୁଛନ୍ତି ଏବଂ ଖ୍ରୀଷ୍ଟୀୟ ଜୀବନରେ ତୁମକୁ ସାହାଯ୍ୟ କରୁଛନ୍ତି - ଓ ପରାମର୍ଶ ଦେଉଛନ୍ତି, ସେମାନଙ୍କୁ ଯଥୋଚିତ ସମ୍ମାନ ଦେବାକୁ ଆମେ ତୁମ୍ଭମାନଙ୍କୁ ନିବେଦନ କରୁଛୁ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ, ଯେଉଁମାନେ ତୁମ୍ଭମାନଙ୍କ ମଧ୍ୟରେ ପରିଶ୍ରମ କରନ୍ତି ଓ ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ନେତା ସ୍ଵରୂପେ ନିଯୁକ୍ତ ହୋଇ ତୁମ୍ଭମାନଙ୍କୁ ଚେତନା ଦିଅନ୍ତି, ସେମାନଙ୍କୁ ମାନ୍ୟ କର, Viz kapitolaଓଡିଆ ବାଇବେଲ12 ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ, ଯେଉଁମାନେ ତୁମ୍ଭମାନଙ୍କ ମଧ୍ୟରେ ପରିଶ୍ରମ କରନ୍ତି ଓ ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ନେତା ସ୍ୱରୂପେ ନିଯୁକ୍ତି ହୋଇ ତୁମ୍ଭମାନଙ୍କୁ ଚେତନା ଦିଅନ୍ତି, ସେମାନଙ୍କୁ ମାନ୍ୟ କର, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ, ଯେଉଁମାନେ ତୁମ୍ଭମାନଙ୍କ ମଧ୍ୟରେ ପରିଶ୍ରମ କରନ୍ତି ଓ ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ନେତା ସ୍ୱରୂପେ ନିଯୁକ୍ତ ହୋଇ ତୁମ୍ଭମାନଙ୍କୁ ଚେତନା ଦିଅନ୍ତି, ସେମାନଙ୍କୁ ମାନ୍ୟ କର, Viz kapitolaପବିତ୍ର ବାଇବଲ12 ଭାଇ ଓ ଭଉଣୀମାନେ! ଯେଉଁମାନେ ତୁମ୍ଭମାନଙ୍କ ସହିତ କଠୋର ପରିଶ୍ରମ କରୁଛନ୍ତି, ଓ ପ୍ରଭୁଙ୍କଠାରେ ତୁମ୍ଭକୁ ନେତୃତ୍ୱ ଦେଉଛନ୍ତି ଓ ତୁମ୍ଭକୁ ଉପଦେଶ ପ୍ରଦାନ କରୁଛନ୍ତି, ସେମାନଙ୍କୁ ସମ୍ମାନ ଦେବା ପାଇଁ ଆମ୍ଭେ ନିବେଦନ କରୁଛୁ। Viz kapitola |