୧ ଥେସଲନୀକୀୟ 5:27 - ପବିତ୍ର ବାଇବଲ (CL) NT (BSI)27 ପ୍ରଭୁଙ୍କଠାରୁ କ୍ଷମତା ପ୍ରାପ୍ତ ହୋଇଥିବା ଯୋଗୁଁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଛି, ସମସ୍ତ ବିଶ୍ୱାସୀଙ୍କ ନିକଟରେ ଏହି ପତ୍ର ପାଠ କର। Viz kapitolaପବିତ୍ର ବାଇବଲ (Re-edited) - (BSI)27 ସମସ୍ତ ଭାଇଙ୍କ ନିକଟରେ ଏହି ପତ୍ର ପାଠ କରାଇବା ନିମନ୍ତେ ମୁଁ ପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଶପଥ ଦେଉଅଛି। Viz kapitolaଓଡିଆ ବାଇବେଲ27 ସମସ୍ତ ଭାଇଙ୍କ ନିକଟରେ ଏହି ପତ୍ର ପାଠ କରାଇବା ନିମନ୍ତେ ମୁଁ ପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଶପଥ ଦେଇ ଅନୁରୋଧ କରୁଅଛି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ସମସ୍ତ ଭାଇଙ୍କ ନିକଟରେ ଏହି ପତ୍ର ପାଠ କରାଇବା ନିମନ୍ତେ ମୁଁ ପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଶପଥ ଦେଇ ଅନୁରୋଧ କରୁଅଛି। Viz kapitolaପବିତ୍ର ବାଇବଲ27 ପ୍ରଭୁଙ୍କର କ୍ଷମତା ଦ୍ୱାରା ମୁଁ ଏହି ପତ୍ରକୁ ସମସ୍ତ ଭାଇ ଓ ଭଉଣୀମାନଙ୍କୁ ପଢ଼ି ଶୁଣାଇବା ପାଇଁ କହୁଛି। Viz kapitola |