୨ କରିନ୍ଥୀୟ 1:16 - ପବିତ୍ର ବାଇବଲ (CL) NT (BSI)16 ମାସିଦୋନିଆ ଯିବାବେଳେ ଓ ସେଠାରୁ ଫେରିବାବେଳେ ତୁମ୍ଭମନଙ୍କ ନିକଟରେ କିଛି ଦିନ ରହିବାକୁ ମୋର କାର୍ଯ୍ୟକ୍ରମ ଥିଲା, କାରଣ ଯିହୁଦା ପ୍ରଦେଶକୁ ଯାତ୍ରା କରିବା ପାଇଁ ମୁଁ ତୁମ୍ଭମାନଙ୍କର ସାହାର୍ଯ୍ୟ ଦରକାର କୁଥିଲି। Viz kapitolaପବିତ୍ର ବାଇବଲ (Re-edited) - (BSI)16 ପୁଣି, ତୁମ୍ଭମାନଙ୍କ ନିକଟ ଦେଇ ମାକିଦନିଆକୁ ଯାଇ ଓ ପୁନର୍ବାର ମାକିଦନିଆରୁ ତୁମ୍ଭମାନଙ୍କ ନିକଟକୁ ଆସି ତୁମ୍ଭମାନଙ୍କ ସାହାଯ୍ୟରେ ଯିହୁଦା ପ୍ରଦେଶକୁ ଯାତ୍ରା କରି ପାରେ, ଏଥିପାଇଁ ମୁଁ ସେହି ବିଶ୍ଵାସରେ ପ୍ରଥମରେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ଇଚ୍ଛା କରୁଥିଲି। Viz kapitolaଓଡିଆ ବାଇବେଲ16 ପୁଣି, ତୁମ୍ଭମାନଙ୍କ ନିକଟ ଦେଇ ମାକିଦନିଆକୁ ଯାଇ ଓ ପୁନର୍ବାର ମାକିଦନିଆରୁ ତୁମ୍ଭମାନଙ୍କ ନିକଟକୁ ଆସି ତୁମ୍ଭମାନଙ୍କ ସାହାଯ୍ୟରେ ଯିହୂଦା ପ୍ରଦେଶକୁ ଯାତ୍ରା କରି ପାରେ, ଏଥିପାଇଁ ମୁଁ ସେହି ବିଶ୍ୱାସରେ ପ୍ରଥମରେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ଇଚ୍ଛା କରୁଥିଲି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ପୁଣି, ତୁମ୍ଭମାନଙ୍କ ନିକଟ ଦେଇ ମାକିଦନିଆକୁ ଯାଇ ଓ ପୁନର୍ବାର ମାକିଦନିଆରୁ ତୁମ୍ଭମାନଙ୍କ ନିକଟକୁ ଆସି ତୁମ୍ଭମାନଙ୍କ ସାହାଯ୍ୟରେ ଯିହୂଦିୟା ପ୍ରଦେଶକୁ ଯାତ୍ରା କରିପାରେ, ଏଥିପାଇଁ ମୁଁ ସେହି ବିଶ୍ୱାସରେ ପ୍ରଥମରେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ଇଚ୍ଛା କରୁଥିଲି। Viz kapitolaପବିତ୍ର ବାଇବଲ16 ମାକିଦନିଆ ଯିବା ବାଟରେ ମୁଁ ତୁମ୍ଭମାନଙ୍କୁ ଦେଖିବା ପାଇଁ ଯୋଜନା କଲି। ମାକିଦନିଆରୁ ଫେରିଲା ବେଳେ ମଧ୍ୟ ପୁନର୍ବାର ତୁମ୍ଭମାନଙ୍କ ପାଖକୁ ଆସିବି। ତୁମ୍ଭମାନଙ୍କ ସାହାଯ୍ୟରେ ଯିହୂଦା ଦେଶକୁ ପ୍ରସ୍ଥାନ କରିବି। Viz kapitola |