Online Bible

- Reklamy -

୨ କରିନ୍ଥୀୟ 10:14 - ପବିତ୍ର ବାଇବଲ (CL) NT (BSI)

14 ସେଥିପାଇଁ ଆମେ ପ୍ରଥମେ ଖ୍ରୀଷ୍ଟଙ୍କ ସୁସମାଚାର ତୁମ୍ଭମାନଙ୍କ ନିକଟକୁ ନେଇ ଯାଇଥିବା ସମୟରେ କୌଣସି ସୀମାବହିର୍ଭୁତ କାର୍ଯ୍ୟ କରି ନାହୁଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 କାରଣ ତୁମ୍ଭେମାନେ ଆମ୍ଭମାନଙ୍କ ସୀମାର ଅନ୍ତର୍ଭୁକ୍ତ ନ ଥିଲା ପରି ଆମ୍ଭେମାନେ ଯେ ସୀମା ଲଙ୍ଘନ କରୁଅଛୁ, ତାହା ନୁହେଁ, ଯେଣୁ ଖ୍ରୀଷ୍ଟଙ୍କ ସୁସମାଚାର ପ୍ରଚାର କରୁ କରୁ ଆମ୍ଭେମାନେ ତୁମ୍ଭମାନଙ୍କ ପର୍ଯ୍ୟନ୍ତ ସୁଦ୍ଧା ପ୍ରଥମେ ଯାଇଥିଲୁ;

Viz kapitola kopírovat

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 କାରଣ ତୁମ୍ଭେମାନେ ଆମ୍ଭମାନଙ୍କ ସୀମାର ଅନ୍ତର୍ଭୁକ୍ତ ନ ଥିଲା ପରି ଆମ୍ଭେମାନେ ଯେ ସୀମା ଲଙ୍ଘନ କରୁଅଛୁ, ତାହା ନୁହେଁ, ଯେଣୁ ଖ୍ରୀଷ୍ଟଙ୍କ ସୁସମାଚାର ପ୍ରଚାର କରୁ କରୁ ଆମ୍ଭେମାନେ ତୁମ୍ଭମାନଙ୍କ ପର୍ଯ୍ୟନ୍ତ ସୁଦ୍ଧା ପ୍ରଥମେ ଯାଇଥିଲୁ;

Viz kapitola kopírovat

ପବିତ୍ର ବାଇବଲ

14 ଆମ୍ଭେ ଅଧିକ ଗର୍ବ କରୁ ନାହୁଁ। ଆମ୍ଭେ ତୁମ୍ଭମାନଙ୍କ ପାଖକୁ ନ ଆସି ଥିଲେ ଆମ୍ଭେ ମିଛଟାରେ ଅତ୍ୟଧିକ ପ୍ରଶଂସା ନେଇଥା’ନ୍ତୁ। କିନ୍ତୁ ବାସ୍ତବିକତା ଆମ୍ଭେମାନେ ଖ୍ରୀଷ୍ଟଙ୍କର ସୁସମାଗ୍ଭର ସହିତ ତୁମ୍ଭମାନଙ୍କ ପାଖରେ ପହଞ୍ଚିଛୁ।

Viz kapitola kopírovat

୨ କରିନ୍ଥୀୟ 10:14

Následuj nás:

Reklamy

Reklamy