୨ କରିନ୍ଥୀୟ 12:14 - ପବିତ୍ର ବାଇବଲ (CL) NT (BSI)14 ତୃତୀୟ ଥର ପାଇଁ ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ମୁଁ ପ୍ରଦ୍ତୁତ ହେଉଅଛି। ମୁଁ ପ୍ରସ୍ତୁତ ହେଉଅଛି। ମୁଁ ତୁମଠାରୁ କୌଣସି ବଷୟ ଦାବୀ କରିବି ନାହିଁ। ମୁଁ ତୁମ୍ଭମାନଙ୍କୁ ଚାହେଁ। ତୁମ୍ଭମାନଙ୍କର ଧନ ସମ୍ପତ୍ତି ନୁହେଁ। କାରଣ ପିତାମାତାଙ୍କ ନିମନ୍ତେ ସନ୍ତାନସନ୍ତତି ସଞ୍ଚୟ କରଥାନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ଏହି ତୃତୀୟ ଥର ପ୍ରସ୍ତୁତ ଅଛି, ଆଉ ମୁଁ ତୁମ୍ଭମାନଙ୍କର ଭାର ସ୍ଵରୂପ ହେବି ନାହିଁ, କାରଣ ମୁଁ ତୁମ୍ଭମାନଙ୍କର ଧନ ନ ଖୋଜି ତୁମ୍ଭମାନଙ୍କୁ ଖୋଜୁଅଛି। ଯେଣୁ ସନ୍ତାନ ସନ୍ତତିମାନଙ୍କର ପିତାମାତାମାନଙ୍କ ନିମନ୍ତେ ସଞ୍ଚୟ କରିବା ଉଚିତ ନୁହେଁ, ମାତ୍ର ସନ୍ତାନସନ୍ତତିମାନଙ୍କ ନିମନ୍ତେ ପିତାମାତାଙ୍କର ସଞ୍ଚୟ କରିବା ଉଚିତ। Viz kapitolaଓଡିଆ ବାଇବେଲ14 ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ଏହି ତୃତୀୟ ଥର ପ୍ରସ୍ତୁତ ଅଛି, ଆଉ ମୁଁ ତୁମ୍ଭମାନଙ୍କର ଭାର ସ୍ୱରୂପ ହେବି ନାହିଁ, କାରଣ ମୁଁ ତୁମ୍ଭମାନଙ୍କର ଧନ ନ ଖୋଜି ତୁମ୍ଭମାନଙ୍କୁ ଖୋଜୁଅଛି । ଯେଣୁ ସନ୍ତାନସନ୍ତତିମାନଙ୍କର ପିତାମାତାମାନଙ୍କ ନିମନ୍ତେ ସଞ୍ଚୟ କରିବା ଉଚିତ ନୁହେଁ,ମାତ୍ର ସନ୍ତାନସନ୍ତତିମାନଙ୍କ ନିମନ୍ତେ ପିତାମାତାଙ୍କର ସଞ୍ଚୟ କରିବା ଉଚିତ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ଏହି ତୃତୀୟ ଥର ପ୍ରସ୍ତୁତ ଅଛି, ଆଉ ମୁଁ ତୁମ୍ଭମାନଙ୍କର ଭାର ସ୍ୱରୂପ ହେବି ନାହିଁ, କାରଣ ମୁଁ ତୁମ୍ଭମାନଙ୍କର ଧନ ନ ଖୋଜି ତୁମ୍ଭମାନଙ୍କୁ ଖୋଜୁଅଛି। ଯେଣୁ ସନ୍ତାନସନ୍ତତିମାନଙ୍କର ପିତାମାତାମାନଙ୍କ ନିମନ୍ତେ ସଞ୍ଚୟ କରିବା ଉଚିତ୍ ନୁହେଁ, ମାତ୍ର ସନ୍ତାନସନ୍ତତିମାନଙ୍କ ନିମନ୍ତେ ପିତାମାତାଙ୍କର ସଞ୍ଚୟ କରିବା ଉଚିତ। Viz kapitolaପବିତ୍ର ବାଇବଲ14 ମୁଁ ତୁମ୍ଭମାନଙ୍କ ପାଖକୁ ତୃତୀୟ ଥର ଯିବା ପାଇଁ ପ୍ରସ୍ତୁତ। ଓ ମୁଁ ତୁମ୍ଭମାନଙ୍କ ପାଇଁ ଭାରସ୍ୱରୂପ ହେବି ନାହିଁ। ତୁମ୍ଭମାନଙ୍କର ଥିବା ସମ୍ପତ୍ତିରୁ ମୁଁ କିଛି ଇଚ୍ଛା କରେ ନାହିଁ। ପ୍ରତିବଦଳରେ ମୁଁ ତୁମ୍ଭମାନଙ୍କୁ ଗ୍ଭହେଁ। ସନ୍ତାନମାନଙ୍କର ନିଜ ପିତାମାତା ଲାଗି କୌଣସି ସଞ୍ଚୟର ଆବଶ୍ୟକତା ନ ଥାଏ, କିନ୍ତୁ ସନ୍ତାନମାନଙ୍କ ଲାଗି ପିତାମାତା ସଞ୍ଚୟ କରନ୍ତି। Viz kapitola |