୨ କରିନ୍ଥୀୟ 12:16 - ପବିତ୍ର ବାଇବଲ (CL) NT (BSI)16 ମୁଁ ତୁମ୍ଭମାନଙ୍କ ଉପରେ ଭାର ସ୍ୱରୂପ ହୋଇ ନାହିଁ। ଏ କଥା ତୁମ୍ଭେମାନେ ନିଶ୍ଚୟ ସ୍ୱୀକାର କରିବ। କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ କେହି କହିପାରେ, ମୁଁ ଧୂର୍ତ୍ତ ହୋଇଥିବାରୁ ମିଥ୍ୟା କହି ତୁମ୍ଭମାନଙ୍କୁ ଫାନ୍ଦରେ ପକାଇଛି। Viz kapitolaପବିତ୍ର ବାଇବଲ (Re-edited) - (BSI)16 କିନ୍ତୁ ଯାହା ହେଉ, ମୁଁ ନିଜେ ତୁମ୍ଭମାନଙ୍କୁ ଭାରଗ୍ରସ୍ତ କଲି ନାହିଁ, ମାତ୍ର ଧୂର୍ତ୍ତ ହୋଇ ମୁଁ ତୁମ୍ଭମାନଙ୍କୁ ଛଳରେ ଧରିଲି ! Viz kapitolaଓଡିଆ ବାଇବେଲ16 କିନ୍ତୁ ଯାହା ହେଉ, ମୁଁ ନିଜେ ତୁମ୍ଭମାନଙ୍କୁ ଭାରଗ୍ରସ୍ତ କଲି ନାହିଁ, ମାତ୍ର ଧୂର୍ତ୍ତ ହୋଇ ମୁଁ ତୁମ୍ଭମାନଙ୍କୁ ଛଳରେ ଧରିଲି ! Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 କିନ୍ତୁ ଯାହା ହେଉ, ମୁଁ ନିଜେ ତୁମ୍ଭମାନଙ୍କୁ ଭାରଗ୍ରସ୍ତ କଲି ନାହିଁ, ମାତ୍ର ଧୂର୍ତ୍ତ ହୋଇ ମୁଁ ତୁମ୍ଭମାନଙ୍କୁ ଛଳରେ ଧରିଲି! Viz kapitolaପବିତ୍ର ବାଇବଲ16 ମୁଁ ତୁମ୍ଭମାନଙ୍କ ଉପରେ ଭାରସ୍ୱରୂପ ହେବାକୁ ଗ୍ଭହେଁ ନାହିଁ କିନ୍ତୁ ଏହା ନିଶ୍ଚିତ ତୁମ୍ଭେମାନେ କ’ଣ ଭାବୁଛ ଯେ ମୁଁ ଛଳ ଭାବରେ ମିଥ୍ୟା କହି ତୁମ୍ଭମାନଙ୍କୁ ଜାଲରେ ପକାଇବା ପାଇଁ ଚେଷ୍ଟା କରିବି। Viz kapitola |