୨ କରିନ୍ଥୀୟ 13:1 - ପବିତ୍ର ବାଇବଲ (CL) NT (BSI)1 ଏଥରକୁ ମିଶାଇ ତୃତୀୟ ଥର ମୁଁ ତୁମ୍ଭମାନଙ୍କ ନିକଟକୁ ଯାଉଛି। ଧର୍ମଶାସ୍ତ୍ର ଅନୁସାରେ, ଦୁଇ ବା ତିନି ଜଣ ସାକ୍ଷୀଙ୍କ ପ୍ରମାଣ ଦ୍ୱାରା ପ୍ରତ୍ୟେକଟି ଅଭିଯୋଗ ନିଷ୍ଠିତ୍ତି ହୁଏ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଏହି ତୃତୀୟ ଥର ମୁଁ ତୁମ୍ଭମାନଙ୍କ ନିକଟକୁ ଯାଉଅଛି। “ଦୁଇ ବା ତିନି ସାକ୍ଷୀଙ୍କ ମୁଖରେ ସମସ୍ତ କଥା ସ୍ଥିର କରାଯିବ।” Viz kapitolaଓଡିଆ ବାଇବେଲ1 ଏହି ତୃତୀୟ ଥର ମୁଁ ତୁମ୍ଭମାନଙ୍କ ନିକଟକୁ ଯାଉଅଛି । "ଦୁଇ ବା ତିନି ସାକ୍ଷୀଙ୍କ ମୁଖରେ ସମସ୍ତ କଥା ସ୍ଥିର କରାଯିବ ।'' Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏହି ତୃତୀୟ ଥର ମୁଁ ତୁମ୍ଭମାନଙ୍କ ନିକଟକୁ ଯାଉଅଛି। “ଦୁଇ ବା ତିନି ସାକ୍ଷୀଙ୍କ ମୁଖରେ ସମସ୍ତ କଥା ସ୍ଥିର କରାଯିବ।” Viz kapitolaପବିତ୍ର ବାଇବଲ1 ମୁଁ ତୁମ୍ଭମାନଙ୍କ ପାଖକୁ ତୃତୀୟ ଥର ଆସୁଛି। ମନେରଖ: “ପ୍ରତ୍ୟେକ ଅଭିଯୋଗ ପାଇଁ ଦୁଇ ବା ତିନି ଜଣ ସାକ୍ଷୀ ଦେବା ଦରକାର ଯେ ସେମାନେ ତାହାର ସତ୍ୟତା ବିଷୟରେ ଜାଣିଛନ୍ତି।” Viz kapitola |