୨ କରିନ୍ଥୀୟ 2:16 - ପବିତ୍ର ବାଇବଲ (CL) NT (BSI)16 ମୃତତ୍ୟୁଦାୟକ, ଅଥଚ ଯେଉଁମାନେ ପରିତ୍ରାଣ ପାଇଛନ୍ତି, ସେମାନଙ୍କ ନିକଟରେ ଏହା ଜୀବନଦାୟକ। କିନ୍ତୁ ଏହି କାର୍ଯ୍ୟ କରିବା ପାଇଁ କିଏ ସକ୍ଷମ? Viz kapitolaପବିତ୍ର ବାଇବଲ (Re-edited) - (BSI)16 ଏକ ପକ୍ଷର ଲୋକଙ୍କ ପ୍ରତି ମୃତ୍ୟୁଦାୟକ ଓ ଅନ୍ୟ ପକ୍ଷରେ ଲୋକଙ୍କ ପ୍ରତି ଜୀବନଦାୟକ ସୁବାସ ସ୍ଵରୂପ। ଆଉ ଏହିସମସ୍ତ ନିମନ୍ତେ କିଏ ସମର୍ଥ? Viz kapitolaଓଡିଆ ବାଇବେଲ16 ଏକ ପକ୍ଷର ଲୋକଙ୍କ ପ୍ରତି ମୃତ୍ୟୁଦାୟକ ଓ ଅନ୍ୟ ପକ୍ଷରେ ଲୋକଙ୍କ ପ୍ରତି ଜୀବନଦାୟକ ସୁବାସ ସ୍ୱରୂପ। ଆଉ ଏହି ସମସ୍ତ ନିମନ୍ତେ କିଏ ସମର୍ଥ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏକ ପକ୍ଷର ଲୋକଙ୍କ ପ୍ରତି ମୃତ୍ୟୁଦାୟକ ଓ ଅନ୍ୟ ପକ୍ଷରେ ଲୋକଙ୍କ ପ୍ରତି ଜୀବନଦାୟକ ସୁବାସ ସ୍ୱରୂପ। ଆଉ ଏହି ସମସ୍ତ ନିମନ୍ତେ କିଏ ସମର୍ଥ? Viz kapitolaପବିତ୍ର ବାଇବଲ16 ଯେଉଁମାନେ ନଷ୍ଟ ହୋଇ ଯାଇଛନ୍ତି, ସେମାନଙ୍କ ଲାଗି ଆମ୍ଭେମାନେ ମୃତ୍ୟୁର ଦୁର୍ଗନ୍ଧ ସ୍ୱରୂପ ଅଟୁ। କିନ୍ତୁ ଯେଉଁମାନେ ଉଦ୍ଧାର ପାଇଛନ୍ତି, ଆମ୍ଭେ ସେମାନଙ୍କ ଲାଗି ଜୀବନର ସୁଗନ୍ଧି ଅଟୁ। ଅତଏବ ପ୍ରଶ୍ନ ଏହା ଯେ, ଏହି କାମ କରିବା ପାଇଁ କିଏ ସମର୍ଥ? Viz kapitola |