୨ କରିନ୍ଥୀୟ 3:10 - ପବିତ୍ର ବାଇବଲ (CL) NT (BSI)10 ଆମେ କହିପାରୁ, ଅତୀତରେ ଯାହା ଗୌରବଯୁକ୍ତ ଥିଲା, ଉଜ୍ଜ୍ୱଳତର ଏକ ମହିମାର ଆବିର୍ଭାବ ହେତୁ ଏବେ ତାହା ମଳିନ ପଡ଼ି ଯାଇଛି। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଯେଣୁ ଯାହା ଗୌରବଯୁକ୍ତ ହୋଇଥିଲା, ତାହା ସେଥିରୁ ଅତି ଅଧିକ ଗୌରବଯୁକ୍ତ ବିଷୟର ତୁଳନାରେ ଗୌରବବିହୀନ ହୋଇଅଛି। Viz kapitolaଓଡିଆ ବାଇବେଲ10 ଯେଣୁ ଯାହା ଗୌରବଯୁକ୍ତ ହୋଇଥିଲା, ତାହା ସେଥିରୁ ଅତି ଅଧିକ ଗୌରବଯୁକ୍ତ ବିଷୟର ତୁଳନାରେ ଗୌରବବିହୀନ ହୋଇଅଛି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଯେଣୁ ଯାହା ଗୌରବଯୁକ୍ତ ହୋଇଥିଲା, ତାହା ସେଥିରୁ ଅତି ଅଧିକ ଗୌରବଯୁକ୍ତ ବିଷୟର ତୁଳନାରେ ଗୌରବବିହୀନ ହୋଇଅଛି। Viz kapitolaପବିତ୍ର ବାଇବଲ10 ପୁରାତନ ସେବାରେ ମହିମା ଥିଲା, କିନ୍ତୁ ଅଧିକ ମହିମାଯୁକ୍ତ ନୂତନ ସେବା ସହିତ ତୁଳନା କଲେ, ସେହି ପ୍ରଥମ ମହିମା କିଛି ନୁହେଁ। Viz kapitola |