୨ କରିନ୍ଥୀୟ 3:13 - ପବିତ୍ର ବାଇବଲ (CL) NT (BSI)13 ଆମେ ମୋଶାଙ୍କ ପରି ନୋହୁଁ। ସେ ଆପଣା ମୁହଁ ଘୋଡ଼ାଇ ପକାଇଥିଲେ, ଯେପରି ମଳିନ ପଡ଼ି ଯାଇଥିବା ସେ ଦୀପ୍ତିର ଅବସାନ ଇଶ୍ରାୟେଲ ଲୋକମାନେ ଦେଖି ନ ପାରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଆଉ, ଇସ୍ରାଏଲ ସନ୍ତାନମାନେ ଯେପରି ସେହି କ୍ଷଣସ୍ଥାୟୀ ଗୌରବ ଲୋପ ପାଉଥିବା ଦୃଶ୍ୟ ପ୍ରତି ସ୍ଥିର ଦୃଷ୍ଟି ନ କରନ୍ତି, ସେଥିପାଇଁ ମୋଶା ଯେ ପ୍ରକାରେ ଆପଣା ମୁଖରେ ଆବରଣ ଦେଉଥିଲେ, ଆମ୍ଭେମାନେ ସେପ୍ରକାର କରୁ ନାହୁଁ। Viz kapitolaଓଡିଆ ବାଇବେଲ13 ଆଉ, ଇସ୍ରାଏଲ ସନ୍ତାନମାନେ ଯେପରି ସେହିକ୍ଷଣସ୍ଥାୟୀ ଗୌରବ ଲୋପ ପାଉଥିବା ଦୃଶ୍ୟ ପ୍ରତି ସ୍ଥିରଦୃଷ୍ଟି ନ କରନ୍ତି, ସେଥିପାଇଁ ମୋଶା ଯେପ୍ରକାରେ ଆପଣାମୁଖରେ ଆବରଣ ଦେଉଥିଲେ, ଆମ୍ଭେମାନେ ସେପ୍ରକାର କରୁନାହୁଁ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆଉ, ଇସ୍ରାଏଲ ସନ୍ତାନମାନେ ଯେପରି ସେହି କ୍ଷଣସ୍ଥାୟୀ ଗୌରବ ଲୋପ ପାଉଥିବା ଦୃଶ୍ୟ ପ୍ରତି ସ୍ଥିରଦୃଷ୍ଟି ନ କରନ୍ତି, ସେଥିପାଇଁ ମୋଶା ଯେପ୍ରକାରେ ଆପଣା ମୁଖରେ ଆବରଣ ଦେଉଥିଲେ, ଆମ୍ଭେମାନେ ସେପ୍ରକାର କରୁନାହୁଁ। Viz kapitolaପବିତ୍ର ବାଇବଲ13 ଆମ୍ଭେ ମୋଶାଙ୍କ ଭଳି ନୋହୁଁ। ସେ ନିଜ ମୁଖ ମଣ୍ଡଳ ଉପରେ ଗୋଟିଏ ଆବରଣ ପକାଇଥିଲେ। ଇସ୍ରାଏଲର ଲୋକେ ଯେପରି ତାହାଙ୍କ ମୁହଁକୁ ଦେଖି ନ ପାରିବେ ତେଣୁ ମୋଶା ମୁଖ ଆଚ୍ଛାଦନ କରିଥିଲେ। ତହିଁର ମହିମା କମି କମି ଯାଉଥିଲା, ଓ ଲୋକେ ଏହି ସେବାର ଅନ୍ତ ଦେଖନ୍ତୁ, ମୋଶା ଏହା ଇଚ୍ଛା କରୁ ନ ଥିଲେ। Viz kapitola |