୨ କରିନ୍ଥୀୟ 3:6 - ପବିତ୍ର ବାଇବଲ (CL) NT (BSI)6 ନୂତନ ନିୟମକୁ ପାଳକ କରିବା ନିମନ୍ତେ ଈଶ୍ୱର ଅମ୍ଭମାନଙ୍କୁ ଯୋଗ୍ୟ କରିଛନ୍ତି। ଏହି ନିୟମ ଲିଖିତ ନୁହେଁ, ମାତ୍ର ଆତ୍ମାଙ୍କ ନିୟମ ଜୀବନ ସଞ୍ଚାର କରେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ସେ ତ ଆମ୍ଭମାନଙ୍କୁ ଅକ୍ଷରର ସେବକ କରି ନାହାନ୍ତି, ମାତ୍ର ଆତ୍ମାଙ୍କ, ଅର୍ଥାତ୍ ନୂତନ ନିୟମର ସେବକ ହେବାକୁ ସାମର୍ଥ୍ୟ ଦେଇଅଛନ୍ତି; କାରଣ ଅକ୍ଷର ମୃତ୍ୟୁଦାୟକା, ମାତ୍ର ଆତ୍ମା ଜୀବନଦାୟକ; Viz kapitolaଓଡିଆ ବାଇବେଲ6 ସେ ତ ଆମ୍ଭମାନଙ୍କୁ ଅକ୍ଷରର ସେବକ କରି ନାହାଁନ୍ତି, ମାତ୍ର ଆତ୍ମାଙ୍କ, ଅର୍ଥାତ୍ ନୂତନ ନିୟମର ସେବକ ହେବାକୁ ସାମର୍ଥ୍ୟ ଦେଇଅଛନ୍ତି; କାରଣ ଅକ୍ଷର ମୃତ୍ୟୁଦାୟକ,ମାତ୍ର ଆତ୍ମା ଜୀବନଦାୟକ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେ ତ ଆମ୍ଭମାନଙ୍କୁ ଅକ୍ଷରର ସେବକ କରି ନାହାନ୍ତି, ମାତ୍ର ପବିତ୍ର ଆତ୍ମାଙ୍କ, ଅର୍ଥାତ୍ ନୂତନ ନିୟମର ସେବକ ହେବାକୁ ସାମର୍ଥ୍ୟ ଦେଇଅଛନ୍ତି; କାରଣ ଅକ୍ଷର ମୃତ୍ୟୁଦାୟକ, ମାତ୍ର ପବିତ୍ର ଆତ୍ମା ଜୀବନଦାୟକ; Viz kapitolaପବିତ୍ର ବାଇବଲ6 ସେ ଆମ୍ଭକୁ ଗୋଟିଏ ନୂତନ ଚୁକ୍ତିର ସେବକ ହେବା ପାଇଁ ଯୋଗ୍ୟ ବିବେଚିତ କରିଛନ୍ତି। ଏହା ଲିଖିତ ନିୟମ ନୁହେଁ, ବରଂ ଆତ୍ମାର ଗୋଟିଏ ଚୁକ୍ତି ଅଟେ। ଲିଖିତ ନିୟମ ମୃତ୍ୟୁ ଆଣେ। କିନ୍ତୁ ଆତ୍ମା ଜୀବନ ପ୍ରଦାନ କରେ। Viz kapitola |