୨ କରିନ୍ଥୀୟ 4:13 - ପବିତ୍ର ବାଇବଲ (CL) NT (BSI)13 ଧର୍ମଶାସ୍ତ୍ରରେ ଉଲ୍ଲେଖ ଅଛି, “ମୁଁ ବିଶ୍ୱାସ କରିବା ହେତୁ କଥା କହିଲି।” ଆମେ ସେହି ବିଶ୍ୱାସର ଆତ୍ମା ପାଇଛୁ। ଆମେ ବିଶ୍ୱାସ କରୁଛୁ, ତେଣୁ ଘୋଷଣା ମଧ୍ୟ କରୁଛୁ। Viz kapitolaପବିତ୍ର ବାଇବଲ (Re-edited) - (BSI)13 “ମୁଁ ବିଶ୍ଵାସ କଲି, ଏଣୁ କଥା କହିଲି”, ଏହି ଲିଖିତ ବାକ୍ୟ ଅନୁସାରେ ସେହି ବିଶ୍ଵାସଜନକ ଆତ୍ମା ପାଇଥିବାରୁ ଆମ୍ଭେମାନେ ମଧ୍ୟ ବିଶ୍ଵାସ କରୁ, ଏଣୁ ମଧ୍ୟ କଥା କହୁ; Viz kapitolaଓଡିଆ ବାଇବେଲ13 "ମୁଁ ବିଶ୍ୱାସ କଲି, ଏଣୁ କଥା କହିଲି'', ଏହି ଲିଖିତ ବାକ୍ୟ ଅନୁସାରେ ସେହି ବିଶ୍ୱାସଜନକ ଆତ୍ମା ପାଇଥିବାରୁ ଆମ୍ଭେମାନେ ମଧ୍ୟ ବିଶ୍ୱାସ କରୁ, ଏଣୁ ମଧ୍ୟ କଥା କହୁ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 “ମୁଁ ବିଶ୍ୱାସ କଲି, ଏଣୁ କଥା କହିଲି,” ଶାସ୍ତ୍ରରେ ଏହି ଲିଖିତ ବାକ୍ୟ ଅନୁସାରେ ସେହି ବିଶ୍ୱାସଜନକ ଆତ୍ମା ପାଇଥିବାରୁ ଆମ୍ଭେମାନେ ମଧ୍ୟ ବିଶ୍ୱାସ କରୁ, ଏଣୁ ମଧ୍ୟ କଥା କହୁ; Viz kapitolaପବିତ୍ର ବାଇବଲ13 ଶାସ୍ତ୍ରରେ ଲେଖାଅଛି: “ମୁଁ ବିଶ୍ୱାସ କଲି, ଏଣୁ ସ୍ପଷ୍ଟ କହିଲି।” ଆମ୍ଭର ବିଶ୍ୱାସ ମଧ୍ୟ ସେହିଭଳି ଅଟେ। ଆମ୍ଭେ ବିଶ୍ୱାସ କରୁ, ସେଥିପାଇଁ ଆମ୍ଭେ କହୁ। Viz kapitola |