୨ କରିନ୍ଥୀୟ 4:16 - ପବିତ୍ର ବାଇବଲ (CL) NT (BSI)16 ଏଥିପାଇଁ ଆମେ କେବେ ହତୋତ୍ସାହ ହୋଇ ନାହୁଁ। ଆମ ଶରୀର କ୍ରମେ କ୍ଷୀଣ ହେଉଛି। କିନ୍ତୁ ଆମର ଅନ୍ତରାତ୍ମା ଦିନୁଦିନ ସତେଜ ହେଉଛି। Viz kapitolaପବିତ୍ର ବାଇବଲ (Re-edited) - (BSI)16 ତେଣୁ ଆମ୍ଭେମାନେ କ୍ଳା; ହେଉ ନାହୁଁ, କିନ୍ତୁ ଆମ୍ଭମାନଙ୍କର ବାହ୍ୟିକ ପୁରୁଷ କ୍ଷୟ ପାଇଲେ ସୁଦ୍ଧା ଆମ୍ଭମାନଙ୍କ ଆନ୍ତରିକ ପୁରୁଷ ଦିନକୁ ଦିନ ନୂତନୀକୃତ ହେଉଅଛି। Viz kapitolaଓଡିଆ ବାଇବେଲ16 ତେଣୁ ଆମ୍ଭେମାନେ କ୍ଳାନ୍ତ ହେଉ ନାହୁଁ, କିନ୍ତୁ ଆମ୍ଭମାନଙ୍କର ବାହ୍ୟିକ ପୁରୁଷ କ୍ଷୟ ପାଇଲେ ସୁଦ୍ଧା ଆମ୍ଭମାନଙ୍କ ଆନ୍ତରିକ ପୁରୁଷ ଦିନକୁ ଦିନ ନୂତନୀକୃତ ହେଉଅଛି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତେଣୁ ଆମ୍ଭେମାନେ କ୍ଳାନ୍ତ ହେଉ ନାହୁଁ, କିନ୍ତୁ ଆମ୍ଭମାନଙ୍କର ବାହ୍ୟିକ ପୁରୁଷ କ୍ଷୟ ପାଇଲେ ସୁଦ୍ଧା ଆମ୍ଭମାନଙ୍କ ଆନ୍ତରିକ ପୁରୁଷ ଦିନକୁ ଦିନ ନୂତନୀକୃତ ହେଉଅଛି। Viz kapitolaପବିତ୍ର ବାଇବଲ16 ସେଥିପାଇଁ ଆମ୍ଭେ କେବେ ହେଲେ ନିରାଶ ନ ହେଉ, ଯଦିଓ ଆମ୍ଭର ବାହ୍ୟିକ ଶରୀର କ୍ଷୀଣ ହୋଇ ଯାଉଛି, କିନ୍ତୁ ଆମ୍ଭର ଅନ୍ତରସ୍ଥ ଆତ୍ମା ଦିନକୁ ଦିନ ନୂତନରୁ ଅତି ନୂତନ ହୋଇ ଯାଉଅଛି। Viz kapitola |