୨ କରିନ୍ଥୀୟ 5:20 - ପବିତ୍ର ବାଇବଲ (CL) NT (BSI)20 ସୁତରାଂ ଆମେ ଖ୍ରୀଷ୍ଟଙ୍କ ସପକ୍ଷରେ ଏ କଥା କହୁଛୁ। ସ୍ୱୟଂ ଈଶ୍ୱର ଆମ ସ୍ୱାରା ଏହି ଆହ୍ନାନ ଦେଇଛନ୍ତି ବୋଲି ମନେ କରିବାକୁ ହେବ। ଖ୍ରୀଷ୍ଟଙ୍କ ପକ୍ଷରୁ ଆମେ ବିନତି କରୁଛୁଳ ଈଶ୍ୱରଙ୍କ ସହିତ ପୁନର୍ମିଳିତ ହୁଅ, Viz kapitolaପବିତ୍ର ବାଇବଲ (Re-edited) - (BSI)20 ଅତଏବ, ଈଶ୍ଵର ଆମ୍ଭମାନଙ୍କ ଦ୍ଵାରା ଆହ୍ଵାନ କରୁଥିବାରୁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ପକ୍ଷରେ ରାଜଦୂତର କର୍ମ କରୁଅଛୁ; ଖ୍ରୀଷ୍ଟଙ୍କ ପକ୍ଷରୁ ଆମ୍ଭେମାନେ ନିବେଦନ କରୁଅଛୁ, ତୁମ୍ଭେମାନେ ଈଶ୍ଵରଙ୍କ ସହିତ ସମ୍ମିଳିତ ହୁଅ। Viz kapitolaଓଡିଆ ବାଇବେଲ20 ଅତଏବ, ଈଶ୍ୱର ଆମ୍ଭମାନଙ୍କ ଦ୍ୱାରା ଆହ୍ୱାନ କରୁଥିବାରୁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ପକ୍ଷରେ ରାଜଦୂତର କର୍ମ କରୁଅଛୁ; ଖ୍ରୀଷ୍ଟଙ୍କ ପକ୍ଷରୁ ଆମ୍ଭେମାନେ ନିବେଦନ କରୁଅଛୁ, ତୁମ୍ଭେମାନେ ଈଶ୍ୱରଙ୍କ ସହିତ ସମ୍ମିଳିତ ହୁଅ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଅତଏବ, ଈଶ୍ବର ଆମ୍ଭମାନଙ୍କ ଦ୍ୱାରା ଆହ୍ୱାନ କରୁଥିବାରୁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ପକ୍ଷରେ ରାଜଦୂତର କର୍ମ କରୁଅଛୁ; ଖ୍ରୀଷ୍ଟଙ୍କ ପକ୍ଷରୁ ଆମ୍ଭେମାନେ ନିବେଦନ କରୁଅଛୁ, ତୁମ୍ଭେମାନେ ଈଶ୍ବରଙ୍କ ସହିତ ସମ୍ମିଳିତ ହୁଅ। Viz kapitolaପବିତ୍ର ବାଇବଲ20 ସେ ଆମ୍ଭ ମାଧ୍ୟମରେ ପୃଥିବୀର ଲୋକମାନଙ୍କୁ ଡାକୁଛନ୍ତି। ଯେତେବେଳେ ଆମ୍ଭେ ତୁମ୍ଭମାନଙ୍କୁ ପରମେଶ୍ୱରଙ୍କ ସହିତ ପୁନର୍ମିଳିତ ହେବା ପାଇଁ ଅନୁରୋଧ କରୁ, Viz kapitola |