୨ କରିନ୍ଥୀୟ 6:11 - ପବିତ୍ର ବାଇବଲ (CL) NT (BSI)11 କରିନ୍ଥର ପ୍ରିୟ ବନ୍ଧୁଗଣ, ଆମେ ନିଷ୍କପଟଭାବେ ତୁମ୍ଭମାନଙ୍କୁ ସବୁ କହିଅଛୁ। ତୁମ୍ଭମାନଙ୍କ ନିକଟରେ ଆମର ହୃଦୟ ଖୋଲି ଦେଇଛି। Viz kapitolaପବିତ୍ର ବାଇବଲ (Re-edited) - (BSI)11 ହେ କରିନ୍ଥୀୟମାନେ, ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ମୁଖ ଉନ୍ମୁକ୍ତ ହୋଇଅଛି, ଆମ୍ଭମାନଙ୍କ ହୃଦୟ ପ୍ରଶସ୍ତ ହୋଇଅଛି। Viz kapitolaଓଡିଆ ବାଇବେଲ11 ହେ କରିନ୍ଥୀୟମାନେ, ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ମୁଖ ଉନ୍ମୁକ୍ତ ହୋଇଅଛି, ଆମ୍ଭମାନଙ୍କ ହୃଦୟ ପ୍ରଶସ୍ତ ହୋଇଅଛି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ହେ କରିନ୍ଥୀୟମାନେ, ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ମୁଖ ଉନ୍ମୁକ୍ତ ହୋଇଅଛି, ଆମ୍ଭମାନଙ୍କ ହୃଦୟ ପ୍ରଶସ୍ତ ହୋଇଅଛି। Viz kapitolaପବିତ୍ର ବାଇବଲ11 ହେ କରିନ୍ଥୀବାସୀ! ଆମ୍ଭେ ସମ୍ପୂର୍ଣ୍ଣ ଖୋଲା ମନରେ ତୁମ୍ଭମାନଙ୍କ ସହିତ କଥା ହୋଇଛୁ। ଆମ୍ଭେ ଆମ୍ଭର ହୃଦୟ ତୁମ୍ଭମାନଙ୍କ ପାଇଁ ଖୋଲି ଦେଇଛୁ। Viz kapitola |