୨ କରିନ୍ଥୀୟ 8:17 - ପବିତ୍ର ବାଇବଲ (CL) NT (BSI)17 ସେ କେବଳ ଆମର ଅନୁରୋଧକୁ ସ୍ୱାଗତ ଜଣାଇ ନାହାନ୍ତି, ମାତ୍ର ତୁମ୍ଭମାନଙ୍କୁ ସାହାଯ୍ୟ କରିବା ପାଇଁ ଏତେ ଆଗ୍ରହାନ୍ୱିତ ଯେ, ନିଜ ଇଚ୍ଛାରେ ତୁମ୍ଭମାନଙ୍କ ପାଖକୁ ଯିବା ପାଇଁ ସେ ମନସ୍ଥ କରିଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)17 କାରଣ ସେ ଯେ କେବଳ ଆମ୍ଭମାନଙ୍କ ଅନୁରୋଧ ଗ୍ରହଣ କଲେ, ତାହା ନୁହେଁ, ମାତ୍ର ସେ ନିଜେ ଅତ୍ୟ; ଉଦ୍ଯୋଗୀ ହୋଇ ସ୍ଵେଚ୍ଛାରେ ତୁମ୍ଭମାନଙ୍କ ନିକଟକୁ ଯାଉଅଛନ୍ତି। Viz kapitolaଓଡିଆ ବାଇବେଲ17 କାରଣ ସେ ଯେ କେବଳ ଆମ୍ଭମାନଙ୍କ ଅନୁରୋଧ ଗ୍ରହଣ କଲେ, ତାହା ନୁହେଁ, ମାତ୍ର ସେ ନିଜେ ଅତ୍ୟନ୍ତ ଉଦ୍ଯୋଗୀ ହୋଇ ସ୍ୱେଚ୍ଛାରେ ତୁମ୍ଭମାନଙ୍କ ନିକଟକୁ ଯାଉଅଛନ୍ତି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 କାରଣ ସେ ଯେ କେବଳ ଆମ୍ଭମାନଙ୍କ ଅନୁରୋଧ ଗ୍ରହଣ କଲେ, ତାହା ନୁହେଁ, ମାତ୍ର ସେ ନିଜେ ଅତ୍ୟନ୍ତ ଉଦ୍ଯୋଗୀ ହୋଇ ସ୍ୱେଚ୍ଛାରେ ତୁମ୍ଭମାନଙ୍କ ନିକଟକୁ ଯାଉଅଛନ୍ତି। Viz kapitolaପବିତ୍ର ବାଇବଲ17 ଆମ୍ଭର ଅନୁରୋଧକୁ ତୀତସ ଗ୍ରହଣ କରିଛନ୍ତି। ସେ ମଧ୍ୟ ତୁମ୍ଭମାନଙ୍କ ପାଖକୁ ଯିବାକୁ ବ୍ୟଗ୍ର ଥିଲେ, ଓ ସ୍ୱଇଚ୍ଛାରେ ତୁମ୍ଭମାନଙ୍କ ପାଖକୁ ଯିବା ନିମନ୍ତେ ଏଠାରୁ ଯାଉଛନ୍ତି। Viz kapitola |