୨ କରିନ୍ଥୀୟ 8:18 - ପବିତ୍ର ବାଇବଲ (CL) NT (BSI)18 ତାଙ୍କ ସହିତ ଆଉ ଜଣେ ଭାଇଙ୍କୁ ଆମେ ପଠାଉଛୁ। ଶୁଭ ବାର୍ତ୍ତା ପ୍ରଚାର କରିବାରେ ସମସ୍ତଦ ମଣ୍ତଳୀରେ ସେ ବିଶେଷ ଖ୍ୟାତିଲାଭ କରିଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)18 ପୁଣି, ତାଙ୍କ ସଙ୍ଗେ ଆମ୍ଭେମାନେ ଆଉ ଜଣେ ଭାଇଙ୍କୁ ପଠାଉଅଛୁ; ସୁସମାଚାର ପ୍ରଚାର ସମ୍ଵନ୍ଧରେ ତାଙ୍କ ପ୍ରଶଂସା ସମୁଦାୟ ମଣ୍ତଳୀରେ ବ୍ୟାପିଯାଇଅଛି, Viz kapitolaଓଡିଆ ବାଇବେଲ18 ପୁଣି, ତାଙ୍କ ସଙ୍ଗେ ଆମ୍ଭେମାନେ ଆଉ ଜଣେ ଭାଇଙ୍କୁ ପଠାଉଅଛୁ; ସୁସମାଚାର ପ୍ରଚାର ସମ୍ବନ୍ଧରେ ତାଙ୍କ ପ୍ରଶଂସା ସମୁଦାୟ ମଣ୍ଡଳୀରେ ବ୍ୟାପିଯାଇଅଛି, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି, ତାହାଙ୍କ ସଙ୍ଗେ ଆମ୍ଭେମାନେ ଆଉ ଜଣେ ଭାଇଙ୍କୁ ପଠାଉଅଛୁ; ସୁସମାଚାର ପ୍ରଚାର ସମ୍ବନ୍ଧରେ ତାହାଙ୍କ ପ୍ରଶଂସା ସମୁଦାୟ ମଣ୍ଡଳୀରେ ବ୍ୟାପିଯାଇଅଛି, Viz kapitolaପବିତ୍ର ବାଇବଲ18 ତାଙ୍କ ସହିତ ଆମ୍ଭେ ସମସ୍ତ ମଣ୍ଡଳୀଗୁଡ଼ିକରେ ସୁସମାଗ୍ଭର ପ୍ରଗ୍ଭର କାର୍ଯ୍ୟରେ ସୁନାମ ଥିବା ଜଣେ ଭାଇଙ୍କୁ ମଧ୍ୟ ପଠାଉଛୁ। Viz kapitola |