୨ କରିନ୍ଥୀୟ 8:7 - ପବିତ୍ର ବାଇବଲ (CL) NT (BSI)7 ତୁମ୍ଭେମାନେ ବିଶ୍ୱାସ, ବାକ୍ପଟୁତା, ଜ୍ଞାନ, ସାହାଯ୍ୟ କରିବାରେ ଆଗ୍ରହ ଓ ଆମ ପ୍ରତି ପ୍ରେମ ପ୍ରଦର୍ଶନରେ ପ୍ରାଚୁର୍ଯ୍ୟରେ ପରିଚୟ ଦେଇଛି। ତେଣୁ ଏହି ସେବା କାର୍ଯ୍ୟରେ ମଧ୍ୟ ଦାନଶୀଳ ହୋଇ ପ୍ରେମର ପରିଚୟ ଦିଅ, ଏହା ମୋର ଇଚ୍ଛା। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଆଉ, ବିଶ୍ଵାସ, ବକ୍ତାପଣ, ଜ୍ଞାନ ଓ ସର୍ବପ୍ରକାର ଉଦ୍ଯୋଗ, ପୁଣି ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ପ୍ରେମର ପ୍ରଭାବ, ଏହିପରି ସମସ୍ତ ବିଷୟ ଯେପରି ତୁମ୍ଭମାନଙ୍କଠାରେ ପ୍ରଚୁରଭାବେ ଦେଖାଯାଉଅଛି, ସେହିପରି ଏହି ଅନୁଗ୍ରହକାର୍ଯ୍ୟ ମଧ୍ୟ ତୁମ୍ଭମାନଙ୍କଠାରେ ପ୍ରଚୁରଭାବେ ଦେଖାଯାଉ। Viz kapitolaଓଡିଆ ବାଇବେଲ7 ଆଉ, ବିଶ୍ୱାସ, ବକ୍ତାପଣ, ଜ୍ଞାନ ଓ ସର୍ବପ୍ରକାର ଉଦ୍ଯୋଗ, ପୁଣି, ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ପ୍ରେମର ପ୍ରଭାବ, ଏହିପରି ସମସ୍ତ ବିଷୟ ଯେପରି ତୁମ୍ଭମାନଙ୍କଠାରେ ପ୍ରଚୁରଭାବେ ଦେଖାଯାଉଅଛି, ସେହିପରି ଏହି ଅନୁଗ୍ରହ କାର୍ଯ୍ୟ ମଧ୍ୟ ତୁମ୍ଭମାନଙ୍କଠାରେ ପ୍ରଚୁରଭାବେ ଦେଖାଯାଉ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆଉ, ବିଶ୍ୱାସ, ବକ୍ତାପଣ, ଜ୍ଞାନ ଓ ସର୍ବପ୍ରକାର ଉଦ୍ଯୋଗ, ପୁଣି, ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ପ୍ରେମର ପ୍ରଭାବ, ଏହିପରି ସମସ୍ତ ବିଷୟ ଯେପରି ତୁମ୍ଭମାନଙ୍କଠାରେ ପ୍ରଚୁରଭାବେ ଦେଖାଯାଉଅଛି, ସେହିପରି ଏହି ଅନୁଗ୍ରହ କାର୍ଯ୍ୟ ମଧ୍ୟ ତୁମ୍ଭମାନଙ୍କଠାରେ ପ୍ରଚୁରଭାବେ ଦେଖାଯାଉ। Viz kapitolaପବିତ୍ର ବାଇବଲ7 ତୁମ୍ଭେମାନେ ବିଶ୍ୱାସ, ବାକ୍ୟ ପ୍ରଗ୍ଭର, ଜ୍ଞାନ, ଉପକାର କରିବାର ଉତ୍ସାହ, ଆମ୍ଭଠାରୁ ତୁମ୍ଭେମାନେ ଶିଖିଥିବା ପ୍ରେମ, ଆଜି ସବୁ ଗୁଡ଼ିକରେ ଧନୀ ଅଟ। ସେଥିପାଇଁ ଆମ୍ଭେ ଇଚ୍ଛା କରୁ ଯେ, ଏହି ଦାନ ଦେବା ସେବାରେ ତୁମ୍ଭେମାନେ ଧନୀ ହୁଅ। Viz kapitola |