Online Bible

- Reklamy -




୨ କରିନ୍ଥୀୟ 9:9 - ପବିତ୍ର ବାଇବଲ (CL) NT (BSI)

9 ଧର୍ମଶାସ୍ତ୍ରରେ ଉଲ୍ଲେଖ ଅଛି, “ଅଭାବଗ୍ରସ୍ତ ଲୋକମାନଙ୍କୁ ସେ ଉଦାର ଭାବରେ ଦାନ କରନ୍ତି; ତାଙ୍କ କୃପା ଚିରସ୍ଥାୟୀ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ଯେପରି ଲେଖାଅଛି, “ସେ ମୁକ୍ତହସ୍ତରେ ବିତରଣ କରିଅଛି, ସେ ଦରିଦ୍ରମାନଙ୍କୁ ଦାନ ଦେଇଅଛି, ତାହାର ଧାର୍ମିକତା ଚିରକାଳସ୍ଥାୟୀ।”

Viz kapitola kopírovat

ଓଡିଆ ବାଇବେଲ

9 ଯେପରି ଲେଖା ଅଛି, "ସେ ମୁକ୍ତ ହସ୍ତରେ ବିତରଣ କରିଅଛି, ସେ ଦରିଦ୍ରମାନଙ୍କୁ ଦାନ ଦେଇଅଛି, ତାହାର ଧାର୍ମିକତା ଅନନ୍ତକାଳସ୍ଥାୟୀ ।''

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଯେପରି ଶାସ୍ତ୍ରରେ ଲେଖାଅଛି, “ସେ ମୁକ୍ତ ହସ୍ତରେ ବିତରଣ କରିଅଛି, ସେ ଦରିଦ୍ରମାନଙ୍କୁ ଦାନ ଦେଇଅଛି, ତାହାର ଧାର୍ମିକତା ଅନନ୍ତକାଳସ୍ଥାୟୀ।”

Viz kapitola kopírovat

ପବିତ୍ର ବାଇବଲ

9 ଶାସ୍ତ୍ରରେ ଏହା ଲେଖା ଅଛି: “ଯିଏ ଉଦାର ଭାବରେ ଗରିବମାନଙ୍କୁ ଦିଏ ତା'ର ଦୟା ସର୍ବଦା ପାଇଁ ରହି ଥାଏ।”

Viz kapitola kopírovat




୨ କରିନ୍ଥୀୟ 9:9

Následuj nás:

Reklamy


Reklamy