୨ ପିତର 1:10 - ପବିତ୍ର ବାଇବଲ (CL) NT (BSI)10 ଅତିଏବ, ହେ ଭାଇମାନେ, ଈଶ୍ୱର ଯେ ତମ୍କୁ ମନୋନୀତ କରି ଆହ୍ୱାନ କରିଛନ୍ତି; ଏହି ଅନୁଭୂତିକୁ ଚିରସ୍ଥାୟୀ କରିବା ପାଇଁ ଅଧିକ ଯତ୍ନଶୀଳ ହୁଅ। ଏହିପରି କଲେ, ତୁମ୍ଭେମାନେ କେବେ ତୁମ ବିଶ୍ୱାସରୁ ବିଚ୍ୟୁତ ହେବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଅତଏବ, ହେ ଭାଇମାନେ, ତୁମ୍ଭେମାନେ ଆପଣା ଆପଣା ଆହ୍ଵାନ ଓ ମନୋନୟନକୁ ସ୍ଥିର କରିବା ନିମନ୍ତେ ଅଧିକ ଯନିଶୀଳ ହୁଅ; ଯେଣୁ ଏପରି କଲେ ତୁମ୍ଭେମାନେ କେବେହେଁ ଝୁଣ୍ଟିପଡ଼ିବ ନାହିଁ, Viz kapitolaଓଡିଆ ବାଇବେଲ10 ଅତଏବ, ହେ ଭାଇମାନେ, ତୁମ୍ଭେମାନେ ଆପଣା ଆପଣା ଆହ୍ୱାନ ଓ ମନୋନୟନକୁ ସ୍ଥିର କରିବା ନିମନ୍ତେ ଅଧିକ ଯତ୍ନଶୀଳ ହୁଅ; ଯେଣୁ ଏପରି କଲେ ତୁମ୍ଭେମାନେ କେବେ ହେଁ ଝୁଣ୍ଟିପଡ଼ିବ ନାହିଁ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଅତଏବ, ହେ ଭାଇମାନେ, ତୁମ୍ଭେମାନେ ଆପଣା ଆପଣା ଆହ୍ୱାନ ଓ ମନୋନୟନକୁ ସ୍ଥିର କରିବା ନିମନ୍ତେ ଅଧିକ ଯତ୍ନଶୀଳ ହୁଅ; ଯେଣୁ ଏପରି କଲେ ତୁମ୍ଭେମାନେ କେବେ ହେଁ ଝୁଣ୍ଟିପଡ଼ିବ ନାହିଁ। Viz kapitolaପବିତ୍ର ବାଇବଲ10 ମୋ’ ଭାଇ ଭଉଣୀମାନେ, ପରମେଶ୍ୱର ତୁମ୍ଭକୁ ଡାକି ମନୋନୀତ କରି ନିଜର କରିଛନ୍ତି। ତୁମ୍ଭର ସର୍ବୋତ୍ତମ କାର୍ଯ୍ୟ ଦ୍ୱାରା ପ୍ରମାଣିତ କରିବାକୁ ଚେଷ୍ଟା କର ଯେ, ତୁମ୍ଭେ ପରମେଶ୍ୱରଙ୍କ ଦ୍ୱାରା ଡକା ଯାଇଛ ଓ ବଚ୍ଛା ଯାଇଛ ଏବଂ ଏପରି କାର୍ଯ୍ୟ କଲେ ତୁମ୍ଭେ କେବେ ହେଲେ ଝୁଣ୍ଟିବ ନାହିଁ। Viz kapitola |