୨ ପିତର 1:13 - ପବିତ୍ର ବାଇବଲ (CL) NT (BSI)13 ମୁଁ ଜୀବିତ ଥିବା ପର୍ଯ୍ୟନ୍ତ ଏହିସବୁ ବିଷୟ ପ୍ରତି ତୁମ୍ଭମାନଙ୍କୁ ସଚେତନ କରାଇବା ମୋର କର୍ତ୍ତବ୍ୟ ବୋଲି ମୁଁ ଭାବେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ମୋତେ ଯେପରି ଜଣାଇ ଅଛନ୍ତି, ତଦନୁସାରେ ଶୀଘ୍ର ମୋତେ ଏହି ଶରୀରରୂପ ତମ୍ଵୁ ଯେ ତ୍ୟାଗ କରିବାକୁ ହେବ, Viz kapitolaଓଡିଆ ବାଇବେଲ13 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ମୋତେ ଯେପରି ଜଣାଇ ଅଛନ୍ତି, ତଦନୁସାରେ ଶୀଘ୍ର ମୋତେ ଏହି ଶରୀରରୂପ ତମ୍ବୁ ଯେ ତ୍ୟାଗ କରିବାକୁ ହେବ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ମୋତେ ଯେପରି ଜଣାଇ ଅଛନ୍ତି, ତଦନୁସାରେ ଶୀଘ୍ର ମୋତେ ଏହି ଶରୀରରୂପ ତମ୍ବୁ ଯେ ତ୍ୟାଗ କରିବାକୁ ହେବ, Viz kapitolaପବିତ୍ର ବାଇବଲ13 ମୁଁ ଶରୀରରେ ବଞ୍ଚିଥିବା ପର୍ଯ୍ୟନ୍ତ, ଏ କଥା ତୁମ୍ଭକୁ ମନେ ପକାଉଥିବାରେ ସାହାଯ୍ୟ କରିବି, ଏହା ଉଚିତ୍ ବୋଲି ମୁଁ ମନେ କରେ। Viz kapitola |