୨ ପିତର 2:15 - ପବିତ୍ର ବାଇବଲ (CL) NT (BSI)15 ସେମାନେ ସରଳ ପଥ ପରିତ୍ୟାଗ କରି ବିପଥଗାମୀ ହୋଇ ଅଛନ୍ତି। ବିଓରର ପୁତ୍ର ବାଲାମର ପଥ ସେମାନେ ଅନୁସରଣ କରିଛନ୍ତି। ସେ ଅନ୍ୟାୟ କାର୍ଯ୍ୟ କରି ଅର୍ଥ ଲାଭ କରିବାକୁ ଲାଳାୟିତ ହେବାରୁ, Viz kapitolaପବିତ୍ର ବାଇବଲ (Re-edited) - (BSI)15 ସେମାନେ ଅନ୍ୟାୟ ବେତନର ଲାଳସାକାରୀ ବିୟୋରର ପୁତ୍ର ବିଲୀୟମର ମାର୍ଗ ଅନୁସରଣ କଲେ ଓ ସତ୍ୟ ମାର୍ଗ ପରିତ୍ୟାଗ କରି ବିପଥଗାମୀ ହେଲେ; Viz kapitolaଓଡିଆ ବାଇବେଲ15 ସେମାନେ ଅନ୍ୟାୟ ବେତନର ଲାଳସାକାରୀ ବିୟୋରର ପୁତ୍ର ବିଲୀୟାମର ମାର୍ଗ ଅନୁସରଣ କଲେ ଓ ସତ୍ୟ ମାର୍ଗ ପରିତ୍ୟାଗ କରି ବିପଥଗାମୀ ହେଲେ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସେମାନେ ଅନ୍ୟାୟ ବେତନର ଲାଳସାକାରୀ ବିୟୋରର ପୁତ୍ର ବିଲୀୟାମର ମାର୍ଗ ଅନୁସରଣ କଲେ ଓ ସତ୍ୟ ମାର୍ଗ ପରିତ୍ୟାଗ କରି ବିପଥଗାମୀ ହେଲେ; Viz kapitolaପବିତ୍ର ବାଇବଲ15 ଏହି ଭଣ୍ଡ ଶିକ୍ଷକମାନେ ଉତ୍ତମ ପଥ ଛାଡ଼ି ଦେଇଛନ୍ତି ଓ ବିୟୋରର ପୁତ୍ର ବିଲିୟାମର ଭୁଲ୍ ମାର୍ଗ ଅନୁସରଣ କରିଛନ୍ତି। ସେ ମନ୍ଦ କାମ କରି ଧନ ପାଇବାକୁ ଭଲ ପାଉଥିଲା। Viz kapitola |