Online Bible

- Reklamy -




୨ ପିତର 2:17 - ପବିତ୍ର ବାଇବଲ (CL) NT (BSI)

17 ଏହି ଶଠ ଶିକ୍ଷକମାନେ ଶୁଷ୍କ ଝରଣା ପରି ଓ ବତାସରେ ଚାଳିତ ମେଘ ସଦୃଶ। ଈଶ୍ୱର ଏମାନଙ୍କ ପାଇଁ ଘୋର ଅନ୍ଧାକାରମୟ ଗହ୍ନରରେ ସ୍ଥାନ ନିରୂପଣ କରିଅଛନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ସେମାନେ ନିର୍ଜ୍ଜଳ ନିର୍ଝର ଓ ପ୍ରଚଣ୍ତ ବାୟୁରେ ଚାଳିତ ମେଘ ତୁଲ୍ୟ, ସେମାନଙ୍କ ନିମନ୍ତେ ଘୋର ଅନ୍ଧକାର ରକ୍ଷିତ ହୋଇଅଛି।

Viz kapitola kopírovat

ଓଡିଆ ବାଇବେଲ

17 ସେମାନେ ନିର୍ଜଳର ନିର୍ଝର ଓ ପ୍ରଚଣ୍ଡ ବାୟୁରେ ଚାଳିତ ମେଘ ତୁଲ୍ୟ, ସେମାନଙ୍କ ନିମନ୍ତେ ଘୋର ଅନ୍ଧକାର ରକ୍ଷିତ ହୋଇଅଛି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ସେମାନେ ନିର୍ଜଳର ନିର୍ଝର ଓ ପ୍ରଚଣ୍ଡ ବାୟୁରେ ଚାଳିତ ମେଘ ତୁଲ୍ୟ, ସେମାନଙ୍କ ନିମନ୍ତେ ଘୋର ଅନ୍ଧକାର ରକ୍ଷିତ ହୋଇଅଛି।

Viz kapitola kopírovat

ପବିତ୍ର ବାଇବଲ

17 ଏହି ଭଣ୍ଡ ଶିକ୍ଷକମାନେ ପାଣି ନ ଥିବା ନଈ ଭଳି, ସେମାନେ ପ୍ରଚଣ୍ଡ ଝଡ଼ରେ ଉଡ଼ୁଥିବା ମେଘଗୁଡ଼ାକ ଭଳି, ସେମାନଙ୍କ ନିମନ୍ତେ ଘୋର ଅନ୍ଧକାର ସ୍ଥାନ ରଖା ଯାଇଅଛି।

Viz kapitola kopírovat




୨ ପିତର 2:17

Následuj nás:

Reklamy


Reklamy