୨ ଥେସଲନୀକୀୟ 3:15 - ପବିତ୍ର ବାଇବଲ (CL) NT (BSI)15 ତାହାହେଲେ, ସେ ଲଜ୍ଜିତ ହେବ। କିନ୍ତୁ ତା’ ପ୍ରତି ଶତ୍ରୁତା ଆଚରଣ ନ କରି, ଭାଇ ପରି ତାକୁ ସତର୍କ କରିଦିଅ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ତଥାପି ତାହାକୁ ଶତ୍ରୁ ବୋଲି ଜ୍ଞାନ କର ନାହିଁ, ମାତ୍ର ତାହାକୁ ଭାଇ ବୋଲି ଜ୍ଞାନ କରି ଚେତନା ଦିଅ। Viz kapitolaଓଡିଆ ବାଇବେଲ15 ତଥାପି ତାହାକୁ ଶତ୍ରୁ ବୋଲି ଭାବ ନାହିଁ, ମାତ୍ର ତାହାକୁ ଭାଇ ବୋଲି ଭାବି ସତର୍କ କରାଅ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତଥାପି ତାହାକୁ ଶତ୍ରୁ ବୋଲି ଭାବ ନାହିଁ, ମାତ୍ର ତାହାକୁ ଭାଇ ବୋଲି ଭାବି ସତର୍କ କରାଅ। Viz kapitolaପବିତ୍ର ବାଇବଲ15 କିନ୍ତୁ ତାକୁ ଶତ୍ରୁ ଭଳି ବ୍ୟବହାର ନ କରି, ଭାଇ ଭଳି ଚେତେଇ ଦିଅ। Viz kapitola |