୨ ତୀମଥି 1:3 - ପବିତ୍ର ବାଇବଲ (CL) NT (BSI)3 ମୋର ପୂର୍ବପୁରୁଷମାନଙ୍କ ପରି ମୁଁ ଯେଉଁ ଈଶ୍ୱରଙ୍କୁ ନିର୍ମଳ ବିବେକରେ ଆରାଧନା କରି ଆସିଛି, ତାଙ୍କୁ ଧନ୍ୟବାଦ ଅର୍ପଣ କରୁଛି। ମୋର ପ୍ରାର୍ଥନା ନିବେଦନରେ ଦିବାନିଶି ତୁମକୁ ସ୍ମରଣ କଲାବେଳେ ମୁଁ ଈଶ୍ୱରଙ୍କୁ ଧନ୍ୟବାଦ ଦିଏ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ମୋହର ପିତୃପୁରୁଷମାନଙ୍କ ମତାନୁସାରେ ଶୁଦ୍ଧ ବିବେକରେ ମୁଁ ଯେଉଁ ଈଶ୍ଵରଙ୍କର ଉପାସନା କରେ, ଦିବାରାତ୍ର ମୋହର ପ୍ରାର୍ଥନାରେ ନିରନ୍ତର ତୁମ୍ଭର ନାମ ଉଲ୍ଲେଖ କରି ମୁଁ ତାହାଙ୍କୁ ଧନ୍ୟବାଦ ଦେଇଥାଏ; Viz kapitolaଓଡିଆ ବାଇବେଲ3 ପିତୃପୁରୁଷମାନଙ୍କ ମତ ଅନୁସାରେ ଶୁଦ୍ଧ ବିବେକରେ ମୁଁ ଯେଉଁ ଈଶ୍ୱରଙ୍କର ଉପାସନା କରେ, ଦିନରାତି ମୋହର ପ୍ରାର୍ଥନାରେ ସର୍ବଦା ତୁମ୍ଭର ନାମ ସ୍ମରଣ କରି ମୁଁ ତାହାଙ୍କୁ ଧନ୍ୟବାଦ ଦେଇଥାଏ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପିତୃ-ପୁରୁଷମାନଙ୍କ ମତ ଅନୁସାରେ ଶୁଦ୍ଧ ବିବେକରେ ମୁଁ ଯେଉଁ ଈଶ୍ବରଙ୍କର ଉପାସନା କରେ, ଦିନରାତି ମୋହର ପ୍ରାର୍ଥନାରେ ସର୍ବଦା ତୁମ୍ଭର ନାମ ସ୍ମରଣ କରି ମୁଁ ତାହାଙ୍କୁ ଧନ୍ୟବାଦ ଦେଇଥାଏ; Viz kapitolaପବିତ୍ର ବାଇବଲ3 ମୁଁ ସବୁବେଳେ ଦିନରାତି ମୋ’ ପ୍ରାର୍ଥନାରେ ତୁମ୍ଭକୁ ମନେ ପକାଉଛି। ସେହି ପ୍ରାର୍ଥନାରେ ମୁଁ ତୁମ୍ଭ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଉଛି। ମୋର ପୂର୍ବଜମାନେ ସେହି ପରମେଶ୍ୱରଙ୍କୁ ସେବା କରିଥିଲେ। ମୁଁ ଯାହା ଠିକ୍ ବୋଲି ଜାଣେ ତାହା କରି ସର୍ବଦା ତାହାଙ୍କର ସେବା କରିଛି। Viz kapitola |