୨ ତୀମଥି 1:6 - ପବିତ୍ର ବାଇବଲ (CL) NT (BSI)6 ମୁଁ ତୁମ ଉପରେ ହସ୍ତାର୍ପଣ କଲାବେଳେ ତୁମେ ଈଶ୍ୱରଙ୍କଠାରୁ ଯେଉଁ ଶକ୍ତି ପାଇଥିଲ, ତାକୁ ସଜୀବ ରଖିବାକୁ ମୁଁ ତୁମକୁ ସ୍ମରଣ କରାଇ ଦେଇଛି। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଏହି କାରଣରୁ ମୁଁ ତୁମ୍ଭକୁ ସ୍ମରଣ କରାଉଅଛି ଯେ, ତୁମ୍ଭଠାରେ ଈଶ୍ଵରଙ୍କର ଯେଉଁ ଅନୁଗ୍ରହ ଦାନ ଅଛି, ତାହା ପୁନଃ ପ୍ରଜ୍ଜ୍ଵଳିତ କର। Viz kapitolaଓଡିଆ ବାଇବେଲ6 ଏହି କାରଣରୁ ମୁଁ ତୁମ୍ଭକୁ ସ୍ମରଣ କରାଉଅଛି ଯେ, ତୁମ୍ଭଠାରେ ଈଶ୍ୱରଙ୍କ ଯେଉଁ ଅନୁଗ୍ରହ ଦାନ ଅଛି, ତାହା ପୁନର୍ବାର ପ୍ରଜ୍ଜ୍ୱଳିତ କର । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏହି କାରଣରୁ ମୁଁ ତୁମ୍ଭକୁ ସ୍ମରଣ କରାଉଅଛି ଯେ, ତୁମ୍ଭଠାରେ ଈଶ୍ବରଙ୍କ ଯେଉଁ ଅନୁଗ୍ରହ ଦାନ ଅଛି, ତାହା ପୁନର୍ବାର ପ୍ରଜ୍ୱଳିତ କର। Viz kapitolaପବିତ୍ର ବାଇବଲ6 ମୁଁ ଜାଣେ ଯେ ତୁମ୍ଭଠାରେ ସେହି ସମାନ ବିଶ୍ୱାସ ଅଛି। ସେଥିପାଇଁ ମୁଁ କୁହେ ଯେ ପରମେଶ୍ୱର ତୁମ୍ଭକୁ ଦେଇଥିବା ଅନୁଗ୍ରହ ଦାନକୁ ମନେ ପକାଅ। ଯେତେବେଳେ ମୁଁ ମୋର ହାତଦ୍ୱୟ ତୁମ୍ଭ ଉପରେ ରଖିଲି, ସେତେବେଳେ ପରମେଶ୍ୱର ସେହି ଅନୁଗ୍ରହଦାନ ତୁମ୍ଭକୁ ଦେଇଥିଲେ। ମୁଁ ଗ୍ଭହେଁ ଯେ ତୁମ୍ଭେ ସେହି ଅନୁଗ୍ରହ ଦାନକୁ ବ୍ୟବହାର କର ଓ ତାହା ଅଧିକରୁ ଅଧିକ ବୃଦ୍ଧି ପାଉ ଯେପରି ସାନ ଅଗ୍ନିଶିଖା ଏକ ଜ୍ୱାଳାରେ ପରିବର୍ତ୍ତିତ ହୁଏ। Viz kapitola |