୨ ତୀମଥି 2:26 - ପବିତ୍ର ବାଇବଲ (CL) NT (BSI)26 ସେତେବେଳେ ପ୍ରକୃତିସ୍ଥ ହୋଇ ସେମାନଙ୍କୁ ବଶୀଭୂତ କରି ରଖିଥିବା ଶୟତାନ ଫାନ୍ଦରୁ ସେମାନେ ନିଷ୍କୃତି ପାଇବେ। Viz kapitolaପବିତ୍ର ବାଇବଲ (Re-edited) - (BSI)26 ଆଉ, ଯେଉଁ ଶୟତାନ ସେମାନଙ୍କୁ ତାହାର ଇଚ୍ଛା ସାଧନ କରିବା ନିମନ୍ତେ ବନ୍ଦୀ କରିଅଛି, ସଚେତନ ହୋଇ ତାହାର ଫାନ୍ଦରୁ ମୁକ୍ତ ହେବେ। Viz kapitolaଓଡିଆ ବାଇବେଲ26 ଆଉ, ଯେଉଁ ଶୟତାନ ସେମାନଙ୍କୁ ତାହାର ଇଚ୍ଛା ସାଧନ କରିବା ନିମନ୍ତେ ବନ୍ଦୀ କରିଅଛି, ସଚେତନ ହୋଇ ତାହାର ଫାନ୍ଦରୁ ମୁକ୍ତ ହେବେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଆଉ, ଯେଉଁ ଶୟତାନ ସେମାନଙ୍କୁ ତାହାର ଇଚ୍ଛା ସାଧନ କରିବା ନିମନ୍ତେ ବନ୍ଦୀ କରିଅଛି, ସଚେତନ ହୋଇ ତାହାର ଫାନ୍ଦରୁ ମୁକ୍ତ ହେବେ। Viz kapitolaପବିତ୍ର ବାଇବଲ26 ଶୟତାନ ସେମାନଙ୍କୁ ଫାନ୍ଦରେ ପକାଇଛି ଓ ତା ଇଚ୍ଛା ଅନୁସାରେ କାମ କରାଉଛି। ହୋଇପାରେ ଯେ ସେମାନେ ସଜାଗ ହେବେ ଓ ଶୟତାନର ସେହି କାର୍ଯ୍ୟ ଦେଖିବେ। ତା'ପରେ ସେମାନେ ଶୟତାନର ଫାନ୍ଦରୁ ମୁକ୍ତ ହେବେ। Viz kapitola |