୨ ତୀମଥି 3:14 - ପବିତ୍ର ବାଇବଲ (CL) NT (BSI)14 କିନ୍ତୁ ଯେଉଁ ସବୁ ସତ୍ୟ ଶିକ୍ଷା କରି ଦୃଢ଼ ଭାବରେ ବିଶ୍ୱାସ କରୁଛ, ସେ ସବୁରେ ତୁମେ ଅଟଳ ରୁହ। ତୁମର ଶିକ୍ଷକମାନେ କିଏ, ତୁମେ ଜାଣିଛ। Viz kapitolaପବିତ୍ର ବାଇବଲ (Re-edited) - (BSI)14 କିନ୍ତୁ ତୁମ୍ଭେ ଯାହା ଯାହା ଶିକ୍ଷା କରିଅଛ, ଆଉ, ଯେସମସ୍ତ ବିଷୟର ନିଶ୍ଚିତ ବୋଧ ପାଇଅଛ, ସେସବୁରେ ସ୍ଥିର ହୋଇ ରହିଥାଅ, କାରଣ ତୁମ୍ଭେ ଜାଣୁଅଛ, କେଉଁମାନଙ୍କଠାରୁ ସେହିସବୁ ଶିକ୍ଷା କରିଅଛ; Viz kapitolaଓଡିଆ ବାଇବେଲ14 କିନ୍ତୁ ତୁମ୍ଭେ ଯାହା ଯାହା ଶିକ୍ଷା କରିଅଛ ଆଉ ଯେ ସମସ୍ତ ବିଷୟରେ ନିଶ୍ଚିତ ବିଶ୍ୱାସ କରିଅଛ, ସେସବୁରେ ସ୍ଥିର ହୋଇ ରହିଥାଅ, କାରଣ ତୁମ୍ଭେ ଜାଣୁଅଛ, କେଉଁମାନଙ୍କଠାରୁ ସେହି ସବୁ ଶିକ୍ଷା କରିଅଛ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 କିନ୍ତୁ ତୁମ୍ଭେ ଯାହା ଯାହା ଶିକ୍ଷା କରିଅଛ ଆଉ ଯେ ସମସ୍ତ ବିଷୟରେ ନିଶ୍ଚିତ ବିଶ୍ୱାସ କରିଅଛ, ସେସବୁରେ ସ୍ଥିର ହୋଇ ରହିଥାଅ, କାରଣ ତୁମ୍ଭେ ଜାଣୁଅଛ, କେଉଁମାନଙ୍କଠାରୁ ସେହିସବୁ ଶିକ୍ଷା କରିଅଛ; Viz kapitolaପବିତ୍ର ବାଇବଲ14 କିନ୍ତୁ ତୁମ୍ଭେ ଯେଉଁ ଉପଦେଶ ଶିଖିଛ, ସେଗୁଡ଼ିକୁ ପାଳନ କରି ଗ୍ଭଲ। ତୁମ୍ଭେ ଜାଣ ଯେ ସେହି ଶିକ୍ଷାଗୁଡ଼ିକ ସତ୍ୟ। ଯେଉଁମାନେ ସେହି ଶିକ୍ଷାଗୁଡ଼ିକ ପ୍ରଦାନ କଲେ ତାହାଙ୍କୁ ତୁମ୍ଭେ ବିଶ୍ୱାସ କରି ପାରିବ। Viz kapitola |