୨ ତୀମଥି 3:7 - ପବିତ୍ର ବାଇବଲ (CL) NT (BSI)7 ଯେଉଁମାନେ ସବୁବେଳେ ସତ୍ୟ ଜାଣିବାକୁ ଚେଷ୍ଟା କରୁଥାଆନ୍ତି, କିନ୍ତୁ ତା’ର ସନ୍ଧାନ ପାଆନ୍ତି ନାହିଁ, ଏଭଳି ସ୍ତ୍ରୀ ଲୋକମାନଙ୍କୁ ସେମାନେ ବଶୀଭୂତ କରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଏହି ସ୍ତ୍ରୀଲୋକମାନେ ସର୍ବଦା ଶିକ୍ଷା କରୁଥିଲେ ହେଁ ସତ୍ୟ ଜାଣିବା ପାଇଁ କଦାପି ସମର୍ଥ ହୁଅନ୍ତି ନାହିଁ। Viz kapitolaଓଡିଆ ବାଇବେଲ7 ଏହି ସ୍ତ୍ରୀଲୋକମାନେ ସର୍ବଦା ଶିକ୍ଷା କରୁଥିଲେ ମଧ୍ୟ ସତ୍ୟ ଜାଣିବା ପାଇଁ କଦାପି ସମର୍ଥ ହୁଅନ୍ତି ନାହିଁ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏହି ସ୍ତ୍ରୀଲୋକମାନେ ସର୍ବଦା ଶିକ୍ଷା କରୁଥିଲେ ମଧ୍ୟ ସତ୍ୟ ଜାଣିବା ପାଇଁ କଦାପି ସମର୍ଥ ହୁଅନ୍ତି ନାହିଁ। Viz kapitolaପବିତ୍ର ବାଇବଲ7 ସେହି ସ୍ତ୍ରୀମାନେ ନୂତନ ଶିକ୍ଷାଗୁଡ଼ିକୁ ଶିଖିବାକୁ ସର୍ବଦା ଚେଷ୍ଟା କରନ୍ତି, କିନ୍ତୁ ସେମାନେ କେବେ ହେଲେ ସତ୍ୟକୁ ପୂର୍ଣ୍ଣ ଭାବରେ ବୁଝି ପାରନ୍ତି ନାହିଁ। ଯନ୍ନୀସ୍ ଓ ଯମ୍ବ୍ରୀସ୍ କଥା ମନେପକାଅ। Viz kapitola |