୨ ତୀମଥି 4:20 - ପବିତ୍ର ବାଇବଲ (CL) NT (BSI)20 ଇଗଷ୍ଟସ୍ କରିନ୍ଥରେ ରହି ଯାଇଛନ୍ତି। ଟ୍ରୋଫିମସ୍ଙ୍କୁ ତାଙ୍କ ଅସୁସ୍ଥତା ଲାଗି ମୁଁ ମିଲିଟସ୍ରେ ଛାଡ଼ି ଆସିଛି। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଏରାଷ୍ଟ କରିନ୍ଥରେ ରହିଅଛନ୍ତି, କିନ୍ତୁ ତ୍ରଫିମ ପୀଡ଼ିତ ହେବାରୁ ମୁଁ ତାହାଙ୍କୁ ମୀଲୀତରେ ଛାଡ଼ିଦେଇ ଆସିଅଛି। Viz kapitolaଓଡିଆ ବାଇବେଲ20 ଏରାଷ୍ଟ କରିନ୍ଥରେ ରହିଅଛନ୍ତି, କିନ୍ତୁ ତ୍ରଫିମ୍ ପୀଡ଼ିତ ହେବାରୁ ମୁଁ ତାହାଙ୍କୁ ମୀଲୀତରେ ଛାଡ଼ିଦେଇ ଆସିଅଛି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏରାଷ୍ଟ କରିନ୍ଥ ସହରରେ ରହିଅଛନ୍ତି, କିନ୍ତୁ ତ୍ରଫିମ ପୀଡ଼ିତ ହେବାରୁ ମୁଁ ତାହାଙ୍କୁ ମୀଲୀତ ସହରରେ ଛାଡ଼ିଦେଇ ଆସିଅଛି। Viz kapitolaପବିତ୍ର ବାଇବଲ20 ଏରାଷ୍ଟ କରିନ୍ଥ ନଗରଠାରେ ରହିଛନ୍ତି ଏବଂ ତ୍ରଫିମଙ୍କୁ ମୁଁ ମୀଲୀତଠାରେ ଛାଡ଼ି ଆସିଛି କାରଣ ସେ ଅସୁସ୍ଥ ଥିଲେ। Viz kapitola |