୨ ତୀମଥି 4:21 - ପବିତ୍ର ବାଇବଲ (CL) NT (BSI)21 ଶୀତ ଋତୁ ପୂର୍ବରୁ ଏଠାକୁ ଆସିବା ପାଇଁ ଚେଷ୍ଟା କର। ଇଉବୁଲସ୍, ପୁଦେନସ୍, ଲିନସ୍, କ୍ଲାଦିଆ ଏବଂ ଏଠିକାର ଅନ୍ୟାନ୍ୟ ଖ୍ରୀଷ୍ଟବିଶ୍ୱାସୀ ଭାଇମାନେ ତୁମକୁ ଶୁଭେଚ୍ଛା ଜଣାଉଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)21 ତୁମ୍ଭେ ଶୀତକାଳ ପୂର୍ବରୁ ଆସିବାକୁ ଯନି କର। ଇଉବୁଲ୍, ପୁଦେନ୍ସ୍, ଲିନ, କ୍ଳୌଦିୟା ଓ ଭାଇମାନେ ସମସ୍ତେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି। Viz kapitolaଓଡିଆ ବାଇବେଲ21 ତୁମ୍ଭେ ଶୀତକାଳ ପୂର୍ବରୁ ଆସିବାକୁ ଚେଷ୍ଟା କର । ଇଉବୁଲ୍, ପୁଦେନସ୍, ଲିନ କ୍ଲୌଦିୟା ଓ ଭାଇମାନେ ସମସ୍ତେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତୁମ୍ଭେ ଶୀତକାଳ ପୂର୍ବରୁ ଆସିବାକୁ ଚେଷ୍ଟା କର। ଇଉବୁଲ୍, ପୁଦେନସ୍, ଲିନ କ୍ଲୌଦିୟା ଓ ଭାଇମାନେ ସମସ୍ତେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି। Viz kapitolaପବିତ୍ର ବାଇବଲ21 ଶୀତଦିନ ପୂର୍ବରୁ ମୋ’ ପାଖକୁ ଆସିବା ପାଇଁ ପୂର୍ଣ୍ଣ ଚେଷ୍ଟା କର। ଇଉବୁଲ, ପୁଦେନ୍ସ୍, ଲିନ, କ୍ଳୌଦିୟା ଓ ଅନ୍ୟସମସ୍ତ ଭାଇଭଉଣୀ ତୁମ୍ଭକୁ ନମସ୍କାର ଜଣାଇଛନ୍ତି। Viz kapitola |