୨ ତୀମଥି 4:3 - ପବିତ୍ର ବାଇବଲ (CL) NT (BSI)3 ଦିନ ଆସିବ, ଯେତେବେଳେ ଲୋକେ ସତ୍ଶିକ୍ଷାକୁ କର୍ଣ୍ଣପାତ କରିବେ ନାହିଁ - ସେମାନେ କେବଳ ନିଜ ନିଜର ଅଭିଳାଷ ଚରିତାର୍ଥ କରିବା ପାଇଁ ଲାଳାୟିତ ହେବେ ଏବଂ ଏ ଦିଗରେ ସେମାନଙ୍କୁ ସମର୍ଥନ କରୁଥିବା ଭଣ୍ଡ ଶିକ୍ଷକମାନଙ୍କୁ ସେମାନେ ସ୍ୱାଗତ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 କାରଣ ସମୟ ଆସିବ, ଯେତେବେଳେ ସେମାନେ ହିତଜନକ ଶିକ୍ଷା ସହ୍ୟ କରିବେ ନାହିଁ, ମାତ୍ର ଶ୍ରୁତିମଧୁର କଥାରେ ସନ୍ତୁଷ୍ଟ ହୋଇ ଅଭିଳାଷାନୁସାରେ ଆପଣାମାନଙ୍କ ନିମନ୍ତେ ବହୁସଂଖ୍ୟକ ଶିକ୍ଷକଙ୍କୁ ସଂଗ୍ରହ କରିବେ, Viz kapitolaଓଡିଆ ବାଇବେଲ3 କାରଣ ସମୟ ଆସିବ, ଯେତେବେଳେ ସେମାନେ ହିତଜନକ (ସତ୍ୟ) ଶିକ୍ଷା ସହି ପାରିବେ ନାହିଁ, ମାତ୍ର ଶ୍ରୁତିମଧୁର କଥାରେ ସନ୍ତୁଷ୍ଟ ହୋଇ ନିଜର ଅଭିଳାଷ ଅନୁସାରେ ନିଜ ନିଜ ନିମନ୍ତେ ଅନେକ ଶିକ୍ଷକଙ୍କୁ ସଂଗ୍ରହ କରିବେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କାରଣ ସମୟ ଆସିବ, ଯେତେବେଳେ ସେମାନେ ହିତଜନକ ଶିକ୍ଷା ସହି ପାରିବେ ନାହିଁ, ମାତ୍ର ଶ୍ରୁତିମଧୁର କଥାରେ ସନ୍ତୁଷ୍ଟ ହୋଇ ନିଜର ଅଭିଳାଷ ଅନୁସାରେ ନିଜ ନିଜ ନିମନ୍ତେ ଅନେକ ଶିକ୍ଷକଙ୍କୁ ସଂଗ୍ରହ କରିବେ, Viz kapitolaପବିତ୍ର ବାଇବଲ3 ସମୟ ଆସୁଛି, ଯେତେବେଳେ ଲୋକେ ସତ୍ଶିକ୍ଷା ଶୁଣିବେ ନାହିଁ। କିନ୍ତୁ ଲୋକେ ଅଧିକରୁ ଅଧିକ ନିଜ ମନ ପସନ୍ଦ ଶିକ୍ଷା ସେମାନଙ୍କଠାରୁ ସଂଗ୍ରହ କରିବେ, ଯେଉଁମାନେ ସେମାନଙ୍କୁ ସନ୍ତୁଷ୍ଟ କଲାଭଳି କଥା କହିବେ। Viz kapitola |